Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବ୍ରହ୍ମପୁର: କରୁଣାଶାନ୍ତି ମହାବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ
ଆଞ୍ଚଳିକ

ବ୍ରହ୍ମପୁର: କରୁଣାଶାନ୍ତି ମହାବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ

August 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: କରୁଣାଶାନ୍ତି ମହାବିଦ୍ୟାଳୟରେ ଆଜି ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବ୍ରହ୍ମପୁର ମହାନଗର ନିଗମର କର୍ପୋରେଟର ସଞ୍ଜିତ କୁମାର ପାଣିଗ୍ରାହୀ ଏବଂ କରୁଣାଶାନ୍ତି ବିଦ୍ୟାଳୟର ନିର୍ଦ୍ଦେଶକ ଦେବାଶିଷ ପଟ୍ଟନାୟକ ଓ SFDC ର ସହ ପ୍ରତିଷ୍ଠାତା ଦିବ୍ୟେନ୍ଦୁ ପଟ୍ଟନାୟକ, କରୁଣାଶାନ୍ତି ମହାବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଡ.ରଶ୍ମିତା ମିଶ୍ର ଏବଂ Kash ପରିବାର ର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ଓ ସମସ୍ତ ଛାତ୍ରଛାତ୍ରୀମାନେ ଉପସ୍ଥିତ ରହିଥିଲେ। ଆଜି ସକାଳ ଆଠ ଘଟିକା ସମୟରେ କରୁଣାଶାନ୍ତି ମହାବିଦ୍ୟାଳୟ ପରିସର ମଧ୍ୟରେ ଶାନ୍ତିର ସହ ପତକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି।

ବ୍ରହ୍ମପୁର ସ୍ୱାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026

ସ୍ୱାସ୍ଥ୍ୟ କ୍ଷେତ୍ରରେ ‘ଜନ ବିଶ୍ୱାସ’ ସଂସ୍କାରର ଶୁଭାରମ୍ଭ: ଜନସ୍ୱାସ୍ଥ୍ୟ ଓ ଉପଭୋକ୍ତା ସୁରକ୍ଷା ଉପରେ ଗୁରୁତ୍ୱ

June 26, 2026

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.