Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»୫-ଟି ସଚିବଙ୍କୁ କାଳିମାଡ ଘଟଣା: ଯୁବ ବିଜେଡି ପକ୍ଷରୁ ନିନ୍ଦା
ଆଞ୍ଚଳିକ

୫-ଟି ସଚିବଙ୍କୁ କାଳିମାଡ ଘଟଣା: ଯୁବ ବିଜେଡି ପକ୍ଷରୁ ନିନ୍ଦା

August 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Pandian

କୁଜଙ୍ଗ: ଆଜି ପୁରୀ ଜିଲ୍ଲା ସତ୍ୟବାଦୀ ଠାରେ ୫-ଟି ସଚିବ ଭିକେ ପାଣ୍ଡିଆନଙ୍କୁ ଦୁବୃତ୍ତ କାଳିମାଡ କରିବା ଘଟଣାରେ କୁଜଙ୍ଗ ବ୍ଳକ ବିଜୁ ଯୁବ ଜନତା ଦଳ ପକ୍ଷରୁ କଡା ନିନ୍ଦା କରାଯାଇଛି। ଏହି ଘଟଣାରେ କୁଜଙ୍ଗ ବ୍ଳକ ବିଜୁ ଯୁବ ଜନତା ଦଳର ସଭାପତି ଯୁବ ସମାଜସେବୀ ଅରୁପ୍ରସାଦ ମହାନ୍ତି ତୀବ୍ର ପ୍ରତିକ୍ରିୟା ପ୍ରକାଶ କରି ଏହି କାଳୀମାଡ ଘଟଣାକୂ ତୀବ୍ର ନିନ୍ଦା କରିଛନ୍ତି। ସେ ବିଜୁ ଜନତା ଦଳର ବିକାଶର ରଥ ତୀବ୍ର ଗତିରେ ଆଗକୁ ମାଡି ଚାଲିଛି। ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଭାବେ ରାଜ୍ୟର ବିଭିନ୍ନ ଅଂଚଳ ଗସ୍ତକରି ଲୋକମାନଙ୍କ ଆପତ୍ତି ଅଭିଯୋଗ ଶୁଣିବା ସହିତ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟପାଇଁ ଦାବୀପତ୍ର ଗ୍ରହଣ କରୁଛନ୍ତି। ଯାହାର ଆଧାରରେ ରାଜ୍ୟରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ତ୍ୱରାନ୍ୱୀତ ହୋଇପାରିଛି।

ତେବେ ଏଭଳି ବିକାଶ ମୂଳକ କାର୍ଯ୍ୟକୁ ବିରୋଧ କରିବାକୁ ଯେଉଁମାନେ ଏହି କାଳୀମାଡ ଘଟଣା କରିଛନ୍ତି ସେମାନଙ୍କୁ ଆସନ୍ତା ଦିନରେ ରାଜ୍ୟବାସୀ ଜବାବ ଦେବେ ବୋଲି ସେ ପ୍ରକାଶ କରିଛନ୍ତି।

ଅନ୍ୟ ମାନଙ୍କ ମଧ୍ୟରେ କୁଜଙ୍ଗ ପଂଚାୟତ ସମିତି ଅଧ୍ୟକ୍ଷା ନୀନାରାଣୀ ସାହୁ, କୁଜଙ୍ଗ ସରପଂଚ ବନ୍ଦିତା ଦାସ, ନାରୀନେତ୍ରୀ ଅବନ୍ତୀ ମାଝୀ, ସୁନାକର ବେହେରା, ଚିରଞ୍ଜୀବ ନାୟକ, ପ୍ରଭାଷ ରଞ୍ଜନ ଦାସ, ସୁଧାଂଶୁ ବେହେରା, ଅରୁଣ ବେହେରା, ଧୃବ ଚରଣ ନାୟକ, ସରୋଜ ସେଠୀ, ମାନଭଞ୍ଜନ ମଲ୍ଲ, ନରହରୀ ତରାଇ, ଅକ୍ଷୟ କୁମାର ତରାଇ, ଛବିନ୍ଦ୍ର ବେହେରା ପ୍ରମୁଖ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି।

କୁଜଙ୍ଗ ବିଜୁ ଯୁବ ଜନତା ଦଳ ଭିକେ ପାଣ୍ଡିଆନ ସତ୍ୟବାଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026
Latest News

ରାସାୟନିକ ପଦାର୍ଥରେ ତିଆରି ଆଇସକ୍ରିମ ଏବଂ ଲସି କାରଖାନା ଠାବ: ମାଲିକ ଗିରଫ

April 1, 2026

ରାଧାକୃଷ୍ଣ ମଠ ପରିସରରେ ବ୍ରହ୍ମଚାରୀଙ୍କ ଆତ୍ମହତ୍ୟା

April 1, 2026

ପଥର ବୋଝେଇ ଟ୍ରାକ୍ଟର ଧକ୍କାରେ ଦୁଇ ଯୁବକଙ୍କ ପ୍ରାଣହାନୀ

April 1, 2026

କଟକରେ ୯୧ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

April 1, 2026

ପଶ୍ଚିମବଙ୍ଗରେ କିଏ ଗଢିବ ସରକାର?: ଆଶ୍ଚର୍ଯ୍ୟ କରିବ ପ୍ରାକ-ନିର୍ବାଚନ ସର୍ଭେ ଆକଳନ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.