Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦୋଛକିରୁ ୮ ଫୁଟ ନାଗ ଉଦ୍ଧାର
ଆଞ୍ଚଳିକ

ଦୋଛକିରୁ ୮ ଫୁଟ ନାଗ ଉଦ୍ଧାର

August 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୁଜଙ୍ଗ: ପାରାଦୀପର ଉପକଣ୍ଠ ଦୋଛକିଠାରେ ଆଜି କୁଜଙ୍ଗ ଅଂଚଳର ସ୍ୱେଛାସେବୀ ସାପ ଧରାଳୀ ପ୍ରଭାତ ବେହେରା ଏକ ୮ ଫୁଟର ନାଗ ସାପ ଉଧାର କରିଥିବା ଜଣାପଡ଼ିଛି। ସ୍ଥାନୀୟ ଏକ ମୋଟର ଗ୍ୟାରେଜ ଘରେ ଏହି ଏହି ନାଗଟି ରହିଥିଲା। ଗ୍ୟାରେଜର କର୍ମଚାରୀମାନେ ସେଠାକୁ ଯିବାବେଳେ ସାପର ଗର୍ଜ୍ଜନ ଶୁଣା ଯାଇଥିଲା।

ଫଳରେ ସାଙ୍ଗେସାଙ୍ଗେ କୁଜଙ୍ଗ ଅଂଚଳର ସାପ ଧରାଳୀ ପ୍ରଭାତଙ୍କୁ ସୂଚନା ପ୍ରଦାନ କରାଯାଇଥିଲା। ପ୍ରଭାତ ତୁରନ୍ତ ସେଠାରେ ପହଂଚି ଏହି ସାପକୁ ଉଧାର କରିଥିଲେ। ପରେ ନିକଟସ୍ଥ ଜଙ୍ଗଲରେ ଏହି ସାପଟିକୁ ଛାଡି ଦିଆଯାଇଥିବା ଜଣାପଡ଼ିଛି।

ପାରାଦୀପ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026
Latest News

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ରଥଯାତ୍ରାରେ ପ୍ରବଳ ଭିଡ, ଠେଲାପେଲାରେ ଜଣେ ମୃତ, ଶତାଧିକ ଅସୁସ୍ଥ

July 16, 2026

ପାରଳାଖେମୁଣ୍ଡି ରେଳ ଷ୍ଟେସନର ନବକଳେବର: ଆସନ୍ତାକାଲି ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.