Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସିକା: କଳିଙ୍ଗ ରୋଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ
ଆଞ୍ଚଳିକ

ଆସିକା: କଳିଙ୍ଗ ରୋଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

August 20, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ମାନସ ପୂର୍ଣ୍ଣ ଆଚାର୍ଯ୍ୟ

ଆସିକା: ଗଞ୍ଜାମ ଜିଲ୍ଲା ଆସିକା କଳିଙ୍ଗ ରୋଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବିଭାଗ ଓ ସମ୍ଭାଗ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ବିଭାଗ ଓ ସମ୍ଭାଗ ସ୍ତରୀୟ ଜ୍ଞାନ ବିଜ୍ଞା ମେଳା ଦୁଇ ଦିନ ଧରି ଅନୁଷ୍ଠିତ ହୋଇଥିଲା।

ମୁଖ୍ୟ ଅତିଥି ଭାବେ ଆସିକା ଗୋଷ୍ଠୀ ଶିକ୍ଷା ଅଧିକାରୀ ମୁନରାଣି ମହାନ୍ତି ଯୋଗ ଦେଇ ଜ୍ଞାନ ବିଜ୍ଞାନ ମେଳାକୁ ଉଦଘାଟନ କରିଥିବା ବେଳେ ମୁ୍‌ଖ୍ୟବକ୍ତା ରୁପେ ଆସିକା ବିଜ୍ଞାନ ମହାବିଦ୍ୟାଳୟ ରାସାୟନିକ ବିଜ୍ଞାନ ଅଧ୍ୟାପକ ସୁରଜ କୁମାର ପାଣିଗ୍ରାହି, ସମ୍ମାନୀୟ ଅତିଥୀ ରୁପେ ବିଦ୍ୟାଳୟ ପରିଚାଳନା ସଭାପତି ସୁବାଷ ଚନ୍ଦ୍ର ସେନାପତି, ସମ୍ପାଦକ ପ୍ରସନ୍ନ କୁମାର ପ୍ରଧାନ, ଓଡିଶା ଶିକ୍ଷା ବିକାଶ ସମିତି ଦକ୍ଷିଣ-ପୂର୍ବ ସମ୍ଭାଗ ବିଭାଗ ସଂଯୋଜକ ପ୍ରକାଶ ଚନ୍ଦ୍ର ତ୍ରିପାଠୀ, ଦକ୍ଷିଣ-ପୂର୍ବ ସମ୍ଭାଗ ବିଭାଗ ସହନିରୀକ୍ଷକ ପଦ୍ମନାଭ ସାମଲ, ଆସିକା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପ୍ରଧାନ ଆଚାର୍ଯ୍ୟ ଶରତ ଚନ୍ଦ୍ର ମୁନୀ, ପ୍ରିନ୍ସିପାଲ ବୃନ୍ଦାବନ ନାୟକ ପ୍ରମୁଖ ଯୋଗ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ସଂଯୋଜନା ସାଙ୍ଗକୁ ଜ୍ଞାନ ବିଜ୍ଞାନ ମେଳାର ମୁ୍‌ଖ୍ୟ ପ୍ରସଙ୍ଗ ସମ୍ପର୍କୀତ ସୂଚନା ପ୍ରଦାନ କରିଥିଲେ।

ଗଞ୍ଜାମ ବିଭାଗ ଅନ୍ତର୍ଗତ ୬ଟି ସଙ୍କୁଳ ବିଭାଗ ଆସିକା, ବ୍ରହ୍ମପୁର, ଛତ୍ରପୁର, ପାରଳାଖେମୁଣ୍ଡି, ଖଲ୍ଲୀକୋଟ ଏବଂ ଫୁଲବାଣି ବିଭାଗ ୩ ଟି ସଙ୍କୁଳ ବିଭାଗ ବାଲିଗୁଡା, ଭଞ୍ଜନଗର, ଫୁଲବାଣୀର ମୋଟ ୨୧୬ ଜଣ ଛାତ୍ରଛାତ୍ରୀ ଜ୍ଞାନ ବିଜ୍ଞାନ ମେଳାରେ ଅଂଶଗ୍ରହଣ କରିଥିଲେ।

ଏହି ଜ୍ଞାନ ବିଜ୍ଞାନ ମେଳାରେ ଗଣିତ, ବିଜ୍ଞାନରେ ମୋଟ ୩୬ଟି ପ୍ରକଳ୍ପ ଉପସ୍ଥାପନା କରଯାଇଥିଲା। ଏହା ସହିତ ବିଜ୍ଞାନ ପତ୍ରବାଚନ, ଗଣିତ ପତ୍ରବାଚନ ପ୍ରତିଯୋଗିତାରେ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।

ଏହି ଜ୍ଞାନ ବିଜ୍ଞାନ ମେଳାକୁ ପରିଚାଳନା ପାଇଁ ୨୧ ଜଣ ପରିଚାଳକ ରହିଥିବା ବେଳେ ବିଚାରକ ରୁପେ ୨୭ ଜଣ ନିୟୋଜିତ ହୋଇଥିଲେ। ଏହାକୁ ବିଦ୍ୟାଳୟର ଗୁରୁଜୀ, ଗୁରୁମା, ବିଦ୍ୟାଳୟ କର୍ମଚାରୀ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।

ଆସିକା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ରକ୍ତଦାନ ଅଭିଯାନ

April 9, 2026

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ହାଜତ ମୃତ୍ୟୁ : ୬ ଅବସରପ୍ରାପ୍ତ ପୋଲିସ୍ ଗିରଫ

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Latest News

ରାଜ୍ୟରେ ପୁଣି ତେଜିଲା ମେଟ୍ରୋ ରାଜନୀତି

April 10, 2026

ହୁମାୟୁନ୍ କବୀରଙ୍କୁ ଓୱେସିଙ୍କ ବଡ଼ ଝଟକା: ଏକାକୀ ବଙ୍ଗଳା ନିର୍ବାଚନ ଲଢ଼ିବ ଏଆଇଏମ୍ଆଇଏମ୍

April 10, 2026

ଗାଦିମଡ଼ା ପୋଲିସ୍‌ବାବୁଙ୍କୁ ସରକାରୀ ଛାଟ

April 10, 2026

ଯୋଜନା, କୁରୁକ୍ଷେତ୍ର ଏବଂ ଏମ୍ପ୍ଲୟମେଣ୍ଟ୍ ନ୍ୟୁଜ୍ ଏବେ ୱେଭ୍ସ ଓଟିଟିରେ ମାଗଣାରେ ଉପଲବ୍ଧ

April 10, 2026

୧୦୦ ବିଲିୟନ ଡଲାର ମୂଲ୍ୟାଙ୍କନ ଆକଳନ ସହିତ ବିଶ୍ୱରେ ୭ମ ସ୍ଥାନରେ ରହିଲା ରିଲାଏନ୍ସ ରିଟେଲ୍

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.