Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଚିକିତ୍ସାଧୀନ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
ଆଞ୍ଚଳିକ

ବାଣପୁର: ଚିକିତ୍ସାଧୀନ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

August 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ହଳନ୍ଦା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଉକ୍ତ ଗ୍ରାମର ସୁଧାକର ବିଶ୍ୱାଳଙ୍କ ପୁତ୍ର ଶ୍ରୀନିବାସ ବିଶ୍ୱାଳ (୪୦)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ବାଣପୁର ମେଡିକାଲରେ ମୃତ୍ୟୁ ହୋଇଛି।

ଡାକ୍ତରଙ୍କ ସୂଚନା ମୁତାବକ ଶ୍ରୀନିବାସଙ୍କୁ ଆଜି ମଧ୍ୟାହ୍ନରେ ପରିବାରବର୍ଗ ବାଣପୁର ମେଡିକାଲରେ ଭର୍ତ୍ତି କରିଥିଲେ। ତାଙ୍କର ଜ୍ୱର ହେବା ସହ ପରିସ୍ରା ହେଉନଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ଖବର ପାଇ ବାଣପୁର ପୋଲିସ ମେଡିକାଲରେ ପହଁଚିଛି। ମେଡିକାଲ ପରିସରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ।

କାରଣ ଅସ୍ପଷ୍ଟ ବାଣପୁର ଯୁବକଙ୍କ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରବଳ ବର୍ଷାରେ ବାଣପୁର ଜଳବନ୍ଦୀ

September 26, 2026

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026
Latest News

କ୍ରିକେଟ ଖେଳ ହେଲା କାଳ, ପଡ଼ିଆରେ ଟଳିପଡ଼ିଲେ ସରକାରୀ କର୍ମଚାରୀ

September 27, 2026

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ଦୁଇଟି ପୃଥକ୍ ସ୍ଥାନରେ ୨୭ ଜଣଙ୍କୁ ହତ୍ୟା

September 27, 2026

ନାବାଳିକାକୁ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ ଏନକାଉଣ୍ଟର କଲା ପୋଲିସ

September 27, 2026

ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ

September 27, 2026

ଆଇନ ପରିବର୍ତ୍ତନର ଇଞ୍ଜିନ ଭାବେ କାର୍ଯ୍ୟ କରେ: ଜଷ୍ଟିସ୍ ଶଶିକାନ୍ତ ମିଶ୍ର

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.