Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକା ନିର୍ବାଚନ ମଣ୍ଡଳି ଗସ୍ତରେ 5ଟି ସଚିବ ଭିକେ ପାଣ୍ଡିଆନ, ଚାଲିଛି ଜୋରଦାର ପ୍ରସ୍ତୁତି
ଆଞ୍ଚଳିକ

ଆସନ୍ତାକାଲି ଚିଲିକା ନିର୍ବାଚନ ମଣ୍ଡଳି ଗସ୍ତରେ 5ଟି ସଚିବ ଭିକେ ପାଣ୍ଡିଆନ, ଚାଲିଛି ଜୋରଦାର ପ୍ରସ୍ତୁତି

August 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
BobyDas
ଆସନ୍ତାକାଲି ଚିଲିକା ନିର୍ବାଚନ ମଣ୍ଡଳି ଗସ୍ତରେ 5ଟି ସଚିବ ଭିକେ ପାଣ୍ଡିଆନ, ଚାଲିଛି ଜୋରଦାର ପ୍ରସ୍ତୁତି

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳି ଗସ୍ତରେ ଆସୁଛନ୍ତି 5T ସଚିବ ଭିକେ ପାଣ୍ଡିଆନ। ତେବେ ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ ବହୁ କାର୍ଯ୍ୟକ୍ରମକୁ କାଣ୍ଟଛାଣ୍ଟ କରାଯାଇଛି। ସେ କେବଳ ନାଚୁଣୀରେ ଏକ ଘଣ୍ଟା ପାଇଁ ଜନ ଅଭିଯୋଗ ସଭାରେ ଯୋଗ ଦେଇ ଫେରିଯିବେ।

ଏଥି ନିମନ୍ତେ ନାଚୁଣୀ ଗୋଦାବରୀଶ ହାଇସ୍କୁଲ ପଡିଆରେ ନିର୍ମାଣ ଚାଲିଛି ବିରାଟ ଅସ୍ଥାୟୀ ମଞ୍ଚ। ପାଖାପାଖି 25 ହଜାର ଜନସମାଗମ ଲକ୍ଷ୍ୟ ରଖାଯାଇ ଚାଲିଛି ଏହି ପ୍ରସ୍ତୁତି। ଜିଲ୍ଲା ପ୍ରଶାସକ ତଥା ବିଜେଡି ପ୍ରତିନିଧିମାନେ ପ୍ରସ୍ତୁତି କାର୍ଯ୍ୟରେ ଅଛନ୍ତି।

ଆଜି ଅପରାହ୍ନରେ ନାଚୁଣୀ ହାଇସ୍କୁଲ ପଡିଆରେ ପହଞ୍ଚିଛନ୍ତି ବିଜେଡିର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ସେ ସଭାସ୍ଥଳରେ ବିଭିନ୍ନ ପ୍ରସ୍ତୁତି ବ୍ୟବସ୍ଥା ତଦାରଖ କରିଛନ୍ତି। ଆସନ୍ତାକାଲି ଯେପରି 5T ସଚିବଙ୍କ ଗସ୍ତରେ କୌଣସି ତ୍ରୁଟି ନ ହୁଏ ସେଥି ନିମନ୍ତେ ସେ ପୋଲିସ ଓ ପ୍ରଶାସନ ସହ ଆଲୋଚନା କରିଛନ୍ତି।

ଚିଲିକା ଚିଲିକା ନିର୍ବାଚନ ମଣ୍ଡଳି ଭିକେ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026
Latest News

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026

ଭିଡ଼ିଓ ବାର୍ତ୍ତା ଜରିଆରେ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

April 1, 2026

ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.