Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ-ବାଣପୁର ବାଇପାସରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ଗୁରୁତର
ଆଞ୍ଚଳିକ

ବାଲୁଗାଁ-ବାଣପୁର ବାଇପାସରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ଗୁରୁତର

August 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଲୁଗାଁ-ବାଣପୁର ବାଇପାସ ବେଲପଡା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି।

ଖବର ମୁତାବକ ଆଜି ଅପରାହ୍ନରେ ଏକ କୁକୁଡ଼ା ବୋଝେଇ ଗାଡି ଯାଉଥିବା ବେଳେ ପଛ ପାର୍ଶ୍ୱରୁ ଏକ ଧାନ ବୋଝେଇ ପିକଅପ ଧକ୍କା ଦେଇଥିଲା। ଯାହାଫଳରେ ପିକଅପରରେ ବସିଥିବା ଭୀମପୁର ଗ୍ରାମର ନାରାୟଣ ସାହୁଙ୍କ ପୁଅ ଅକ୍ଷୟ କୁମାର ସାହୁ (୫୦) ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିବା ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରିଣୀ ରଶ୍ମି ରେଖା ଜେନା କହିଛନ୍ତି। ଦୁର୍ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

ଜଣେ ଗୁରୁତର ବାଲୁଗାଁ-ବାଣପୁର ବାଇପାସ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ପର୍ଜଙ୍ଗରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌-ଟ୍ରଲର ମୁହାଁମୁହିଁ ଧକ୍କା, ଚାଳକ ମୃତ

August 23, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026
Latest News

ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀମାନଙ୍କୁ ପେନସନ୍ ଦାବିରେ ଗାନ୍ଧିମାର୍ଗରେ ଗଣଧାରଣା ଜାରୀ

August 26, 2026

ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବମାନଙ୍କର ଜାତୀୟ ସମ୍ମିଳନୀ

August 26, 2026

ରାକ୍ଷୀପୂର୍ଣ୍ଣିମା ପୂର୍ବରୁ ଆଖିବୁଜିଲେ ଭାଇ-ଭଉଣୀ: ସାପ କାମୁଡ଼ାରେ ୪ ମୃତ

August 26, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର କାର୍ଯ୍ୟ ଅଗ୍ରଗତି ସମୀକ୍ଷା

August 26, 2026

ଦେଶବ୍ୟାପୀ ଋତୁକାଳୀନ ଇନ୍‌ଫ୍ଲୁଏଞ୍ଜା ସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.