Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ବାପା, ମା’କୁ ଆକ୍ରମଣ ଅଭିଯୋଗରେ ପୁଅ ଗିରଫ
ଆଞ୍ଚଳିକ

ବାଲୁଗାଁ: ବାପା, ମା’କୁ ଆକ୍ରମଣ ଅଭିଯୋଗରେ ପୁଅ ଗିରଫ

August 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ବାଲୁଗାଁ ଥାନା ଅନ୍ତର୍ଗତ ସରନଇ ଗ୍ରାମରେ ବାପାକୁ ଆକ୍ରମଣ ଅଭିଯୋଗରେ ପୁଅକୁ ଗିରଫ କରିଛି ବାଲୁଗାଁ ପୋଲିସ।

ଖବର ମୁତାବକ ସରନଇ ଗ୍ରାମର ନନ୍ଦ କିଶୋର ମହାରଣାଙ୍କ ସାନ ପୁଅ ଗଣେଶ ମହାରଣା (୩୨) ଦୈନନ୍ଦିନ ସାଥୀ ସାଙ୍ଗମାନଙ୍କ ସହ ମଦ୍ୟପାନ କରି ବିଳମ୍ବିତ ରାତିରେ ଘରକୁ ଆସୁଥିବା ବେଳେ ଗାଳି ଗୁଲଜ କରିବା ସହ ବାପା ଓ ମାକୁ ମାରିବାକୁ ଧମକ ଦେଇ ଆସୁଥିଲା। ଯାହାକି ଗତକାଲି ସନ୍ଧ୍ୟାରେ ପୁଅ କାଠ ଫାଳିଆରେ ଉଭୟ ବାପା ମାଙ୍କୁ ଆକ୍ରମଣ କରିବା ସହ ଜୀବନରେ ମାରିଦେବାକୁ ଧମକ ଦେଇଥିଲା। ଯାହାଫଳରେ ନନ୍ଦ କିଶୋର ଓ ସ୍ତ୍ରୀ ଙ୍କ ମସ୍ତିଷ୍କରେ ଆଘାତ ଲାଗି ଉଭୟ ଗୁରୁତର ଆହତ ହୋଇଛନ୍ତି।

ଏନେଇ ବାଲୁଗାଁ ଥାନାରେ ଅଭିଯୋଗ କରିବାରେ କେଶ ନଂ ୨୧୩/୨୩ରେ ମାମଲା ରୁଜୁ କରି ଅଭିଯୁକ୍ତ ଗଣେଶଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବାର ଆଇଆଇସି ଜୟପ୍ରକାଶ ପରିଡ଼ା କହିଛନ୍ତି।

ପୁଅ ଗିରଫ ବାପା ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

May 5, 2026
Latest News

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.