Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସରକାରୀ ଜମିରେ ଘର କରିବାକୁ ନେଇ ଦୁଇ ସାହି ମଧ୍ୟରେ ମୁହାଁମୁହିଁ: ୧୪୪ ଧାରା ଲାଗୁକରିବାକୁ ଆବେଦନ
ଆଞ୍ଚଳିକ

ସରକାରୀ ଜମିରେ ଘର କରିବାକୁ ନେଇ ଦୁଇ ସାହି ମଧ୍ୟରେ ମୁହାଁମୁହିଁ: ୧୪୪ ଧାରା ଲାଗୁକରିବାକୁ ଆବେଦନ

August 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗୋଷାଣୀ ନୁଆ ଗାଁ ଥାନା ଅନ୍ତର୍ଗତ ଚଣ୍ଡୀ ସାହିରେ ଥିବା ଏକ ସରକାରୀ ଜମିର ନିକଟସ୍ଥ ହରିଜନ ସାହିର ଲୋକମାନେ ଘର କରିବାକୁ ନେଇ ବହୁ ଦିନ ଆଗରୁ ମନୋମାଳିନ୍ୟ ରହିଛି। ଏହି ପରିସ୍ଥିତିରେ ଗତକାଲି ଉଭୟ ସାହିର ଲୋକମାନେ ଉପଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣୀ ଶିବିର ଚାଲିଥିବା ବେଳେ ଉପଜିଲ୍ଲାପାଳ ଙ୍କକାର୍ଯ୍ୟାଳୟ ରେ ଅଭିଯୋଗ କରିଥିଲେ।

କିନ୍ତୁ ସନ୍ଧ୍ୟାରେ ହରିଜନ ସାହିର ଲୋକମାନେ ଉକ୍ତ ଜମି ପାଖକୁ ଯାଇଥିବା ବେଳେ ଉଭୟ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ଯୁକ୍ତି ତର୍କ ହୋଇଥିଲା ଓ ପରବର୍ତ୍ତୀ ସମୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏତିକିବେଳେ ଖବର ପାଇ ଗୋଷାଣୀ ନୁଆ ଗାଁ ଥାନା ପୋଲିସ ଉତ୍ତେଜନା ସୃଷ୍ଟି କରୁଥିବା ଲୋକଙ୍କୁ ତାଗିଦ୍ କରିଥିଲେ ଓ ଉଭୟ ପକ୍ଷଙ୍କ ଅଭିଯୋଗ ଗ୍ରହଣ କରିଥିଲେ।

ଏହି ଭଳି ପରିସ୍ଥିତିରେ ଉକ୍ତ ଜମି ଉପରେ ୧୪୪ ଧାରା ଆଇନ ଲାଗୁ କରିବାକୁ ଆବେଦନ କରାଯାଇଛି ବୋଲି ଗୋଷାଣୀ ନୁଆ ଗାଁ ଥାନା ଅଧିକାରୀ ସ୍ମ୍ରୁତିପ୍ରଭା ପ୍ରଧାନ କହିଛନ୍ତି।

ଗୋଷାଣୀ ନୁଆ ଗାଁ ସରକାରୀ ଜମି
Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମାଗଣା JEE ଏବଂ NEET କୋଚିଂ ପ୍ରଦାନ କରିବାକୁ ଦିଲ୍ଲୀ ସରକାରଙ୍କ ଘୋଷଣା

August 4, 2026

ଛାତ୍ର ଆନ୍ଦୋଳନକାରୀଙ୍କ ବିରୋଧରେ ଥିବା ମାମଲାକୁ ରାଜ୍ୟ ସରକାର ଚାହିଁଲେ ପ୍ରତ୍ୟାହାର କରିପାରିବେ

August 4, 2026

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ 

August 4, 2026

ପୁରୀ ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ଭାବେ ମାନ୍ୟତା ଦେବାକୁ କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

August 4, 2026

ଭୁବନେଶ୍ବର ରେଳ ଷ୍ଟେସନ୍ରୁ ବ୍ରହ୍ମପୁର ଅଭିମୁଖେ ଯାତ୍ରା ଆରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.