Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ସିଏସପି ପ୍ଲସ ଯୋଜନାକୁ ବିରୋଧ କଲେ ସିଏସପି ପରିଚାଳକ, ଜିଲ୍ଲାପାଳଙ୍କୁ ଦେଲେ ଦାବିପତ୍ର
ଆଞ୍ଚଳିକ

ଚିଲିକା: ସିଏସପି ପ୍ଲସ ଯୋଜନାକୁ ବିରୋଧ କଲେ ସିଏସପି ପରିଚାଳକ, ଜିଲ୍ଲାପାଳଙ୍କୁ ଦେଲେ ଦାବିପତ୍ର

August 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ସରକାରଙ୍କ ଦ୍ଵାରା ପ୍ରଦତ ଜନହିତ କାର୍ଯ୍ୟପାଇଁ ଆସୁଥିବା ଅର୍ଥ ରାଶି ଗ୍ରାମାଞ୍ଚଳରେ ସାଧାରଣ ଜନତା CSP ମାଧ୍ୟମରେ ପାଇଥାନ୍ତି। ଏଥି ଲାଗି ପ୍ରତ୍ୟେକ ପଞ୍ଚାୟତରେ ଷ୍ଟେଟବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ ) ଦ୍ଵାରା ନିଯୁକ୍ତ ହୋଇଥିବା ଗ୍ରାହକ ସେବା କେନ୍ଦ୍ର (ସିଏସପି) ଗୁଡିକ କାର୍ଯ୍ୟ କରୁଛନ୍ତି।

ତେବେ ବର୍ତ୍ତମାନ ରାଜ୍ୟ ସରକାର ପ୍ରତ୍ୟେକ୍ଷ ଭାବେ ପ୍ରତି ପଞ୍ଚାୟତରେ ସିଏସପି ପ୍ଲସ ଖୋଲିବା ପାଇଁ ସ୍ଥିର କରିଛନ୍ତି। ଯାହାକୁ ବିରୋଧ କରିଛନ୍ତି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଓ ଚିଲିକା ବ୍ଲକର ସିଏସପି ପରିଚାଳକ ମାନେ।

ଦୀର୍ଘ ୧୦ ବର୍ଷ ହେଲା ସେମାନେ ଉଭୟ ବ୍ଲକର ଜନସାଧାରଣଙ୍କୁ ନିଜ ଖର୍ଚ୍ଚରେ ସେବା ଯୋଗାଇଆସୁଥିବା ବେଳେ ଉକ୍ତ ନୂତନ ଯୋଜନାରେ ସେମାନଙ୍କୁ ସାମିଲ ନକରି ତରବରିଆ ଭାବେ ନୂତନ ସିଏସପି ପ୍ଲସ ଖୋଲିବା ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି ସିଏସପି ପରିଚାଳକ ମାନେ।

ଅନୁରୂପ ଭାବେ ଏହା ଦ୍ଵାରା ସିଏସପି ମାନଙ୍କ ଉପରେ ଘୋର ଆଘାତ ସୃଷ୍ଟି କରିବ। ଏବଂ ସେମାନଙ୍କର ବୟସ ଅତିକ୍ରାନ୍ତ ହୋଇଯିବା ସହିତ ଏହାକୁ ମୁଖ୍ୟ ଜୀବିକା ଭାବରେ ଗ୍ରହଣ କରି ପରିବାର ପ୍ରତିପୋଷଣ କରିଆସୁଛନ୍ତି।

ଏହି ପରିପ୍ରେକ୍ଷୀରେ ଆଜି ବାଣପୁର ଓ ଚିଲିକା ବ୍ଲକର ଏସବିଆଇ ଦ୍ୱାରା ନିଯୁକ୍ତ ହୋଇଥିବା ସମସ୍ତ ସିଏସପି ର ପରିଚାଳକ ମାନେ ସେମାନଙ୍କୁ ନୂତନ ସିଏସପି ପ୍ଲସ ଯୋଜନାରେ ସାମିଲ କରିବା ଦାବି ନେଇ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବାଣପୁର ବିଡ଼ିଓ, ତହସିଲଦାର ଏବଂ ଚିଲିକା ବିଡ଼ିଓ ଓ ତହସିଲଦାରଙ୍କୁ ପ୍ରଦାନ କରିଛନ୍ତି।

ଚିଲିକା
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ଆୟୋଜିତ ଚନ୍ଦନ ଉତ୍ସବରେ ଯୋଗ ଦେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଲେ..

May 31, 2026

ଚ଼ିଲିକାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

May 29, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ଭୁବନେଶ୍ବରରେ କାଳ ବୈଶାଖୀର ତାଣ୍ଡବ, ଉପୁଡିପଡିଲା ଗଛ ଓ ବିଦ୍ୟୁତ ଖୁଣ୍ଟ, ଜନଜୀବନ ଅସ୍ତବ୍ୟସ୍ତ

June 6, 2026

ଘୋଷଣା ହେଲା ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଟି-୨୦ ଦଳ: ନେତୃତ୍ଵ ନେବେ ଶ୍ରେୟସ ଆୟର

June 6, 2026

ପିଓକେ ପାଇଁ ନିର୍ବାଚନ ଘୋଷଣା କଲା ପାକିସ୍ତାନ: ଜାତିସଂଘରେ କଡ଼ା ପ୍ରତିକ୍ରିୟା ଦେଲା ଭାରତ

June 6, 2026

IND vs AFG ଟେଷ୍ଟ ମ୍ୟାଚରେ ଡେବ୍ୟୁ କଲେ ମାନବ ସୁଥାର: ଜାଣନ୍ତୁ ତାଙ୍କର ଘରୋଇ ପ୍ରଦର୍ଶନ

June 6, 2026

‘ଭାରତକୁ ଧମକ ଦେବା ଓଲଟା ପଡ଼ିପାରେ’: ଆମେରିକା ଏବଂ ୟୁରୋପକୁ ସ୍ପଷ୍ଟ ବାର୍ତ୍ତା ଦେଲେ ପୁଟିନ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.