Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପାରିବାରିକ କଳହକୁ କେନ୍ଦ୍ର କରି ଯୁବକଙ୍କ ଆତ୍ମହତ୍ୟା
ଆଞ୍ଚଳିକ

ପାରିବାରିକ କଳହକୁ କେନ୍ଦ୍ର କରି ଯୁବକଙ୍କ ଆତ୍ମହତ୍ୟା

September 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା କୋଟିନଡା ଥାନା ଅନ୍ତର୍ଗତ ଗୋଲାପଲୀ ଗ୍ରାମର ଜୀବନ ପାତ୍ର ନାମକ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ପରିବାର ଲୋକଙ୍କ ଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଆସ୍କା ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ଘଟଣାରୁ ପ୍ରକାଶ ଯେ, ମୃତ ଜୀବନ ପ୍ରତ୍ୟେକ ଦିନ ମଦ ପିଇ ଆସି ଘରେ ଗଣ୍ଡଗୋଳ କରୁଥିଲେ। ଗତକାଲି ସନ୍ଧ୍ୟାରେ ମଧ୍ୟ ସେ ମଦ ପିଇ ଆସି ନିଜ ସ୍ତ୍ରୀ ସହ ଗଣ୍ଡଗୋଳ କରିଥିଲେ। ଏହି ଭଳି ପରିସ୍ଥିତିରେ ସ୍ତ୍ରୀ ଅନ୍ୟ କୌଣସି ବନ୍ଧୁଙ୍କ ଘରକୁ ଯାଇଥିବା ବେଳେ ଜୀବନ ଭିତରେ ଥିବା ଏକ କୋଠରୀରେ କବାଟ ଦେଇ ଆତ୍ମହତ୍ୟା କରିଥିବା ସ୍ତ୍ରୀ ଦେଖିଲେ। ସଙ୍ଗେ ସଙ୍ଗେ ସାହି ପଡିଶା ଓ ବନ୍ଧୁମାନଙ୍କୁ ଜଣାଇବା ପରେ ସମସ୍ତେ ଆସି ପହଞ୍ଚି ଘଟଣା ଦେଖିବା ପରେ ପୋଲିସକୁ ଜଣାଇଥିଲେ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଦେଖିଲା ବେଳେ ତାଙ୍କ ମୁଣ୍ଡରେ ଆଘାତ ଲାଗିଛି ଓ ସମସ୍ତଙ୍କ ସନ୍ଦେହ ସୃଷ୍ଟି ହୋଇଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଅପମୃତ୍ୟୁର କାରଣ ଜଣାପଡିବ ବୋଲି ପୋଲିସ ସୁତ୍ରରୁ ଜଣାପଡିଛି।

କୋଟିନଡା ଥାନା ପାରିବାରିକ କଳହ ଯୁବକଙ୍କ ଆତ୍ମହତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.