Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦେଶୀ ମଦ ସହ ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ବାଲୁଗାଁ ଅବକାରୀ ବିଭାଗ
ଆଞ୍ଚଳିକ

ଦେଶୀ ମଦ ସହ ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ବାଲୁଗାଁ ଅବକାରୀ ବିଭାଗ

September 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ବାଲୁଗାଁ ଅବକାରୀ ବିଭାଗ ବାଣପୁର ଓ ବାଲୁଗାଁ ଥାନା ଅଞ୍ଚଳରେ ଚଢ଼ାଉ କରି ଦୁଇ ମଦ ବେପାରୀଙ୍କୁ ଗିରଫ କରିଛି। ଉକ୍ତ ଚଢ଼ାଉରେ ବାଣପୁର ଥାନା କୋଷରଡା ରୋଡରୁ ଦେବରାଜ ନାୟକ (୭୨) ୨୨ ଲିଟର ଦେଶୀ ମଦ ସହ ଗିରଫ ହୋଇଥିବା ବେଳେ ବାଲୁଗାଁ ଥାନା ଆଙ୍କୁଲାଚଟି ଗ୍ରାମରୁ ଅଭିଯୁକ୍ତ ଦୀପକ ନାୟକ (୩୨) ୬୦ ଲିଟର ଦେଶୀ ମଦ ସହ ଗିରଫ ହୋଇଛନ୍ତି।

ଉଭୟ ଅଭିଯୁକ୍ତଙ୍କ ବିରୁଦ୍ଧରେ ଦୁଇ ଗୋଟି ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିବା ବାଲୁଗାଁ ଅବକାରୀ ଅଧିକାରୀ ବି. ମନୋଜ କୁମାର ସୂଚନା ଦେଇଛନ୍ତି।

ଦୁଇ ଅଭିଯୁକ୍ତ ଦେଶୀ ମଦ ବାଲୁଗାଁ ଅବକାରୀ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.