Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଶ୍ଵଶୁରଙ୍କ ଘରେ ଡାକ୍ତରଙ୍କ ମୃତ୍ୟୁ: କାରଣ ଅସ୍ପଷ୍ଟ
ଆଞ୍ଚଳିକ

ଶ୍ଵଶୁରଙ୍କ ଘରେ ଡାକ୍ତରଙ୍କ ମୃତ୍ୟୁ: କାରଣ ଅସ୍ପଷ୍ଟ

September 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗୋଷାଣୀ ନୁଆ ଗାଁ ଥାନା ଅନ୍ତର୍ଗତ ଶକ୍ତି ନଗର ଅଞ୍ଚଳରେ ଡଃ ସୁରେନ୍ଦ୍ର ନାଥ ରଥ ନାମକ ଜଣେ ଡାକ୍ତରଙ୍କ ମୃତ୍ୟୁ ହୋଇଛି। ଶ୍ଵଶୁରଙ୍କ ଘରେ ତାଙ୍କର ମୃତ୍ୟୁ ଘଟିଛି।

ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ଡଃ ରଥ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଡାକ୍ତରଖାନାରେ କାର୍ଯ୍ୟରତ ଅଛନ୍ତି। ଖବର ପାଇ ଗୋଷାଣୀ ନୁଆ ଗାଁ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ଗୋଷାଣୀ ନୁଆ ଗାଁ ଡାକ୍ତରଙ୍କ ମୃତ୍ୟୁ ଶକ୍ତି ନଗର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026

ଗିରିରୋଡ୍ ବର୍ବରତା : ଦୁଇ ଗିରଫ

May 20, 2026

ମେକାପ ସେବକଙ୍କ ବିରୋଧରେ ଆକ୍ସନ

May 20, 2026

ଭଦ୍ରକ ଜିଲ୍ଲାରେ ଆସନ୍ତା ୩୧ ପର୍ଯ୍ୟନ୍ତ ଅଙ୍ଗନବାଡି ବନ୍ଦ

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.