Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସିକାର ବିଭିନ୍ନ ସ୍ଥାନରେ ମହାଧୂମଧାମରେ ପାଳିତ ହେଉଛି ଜନ୍ମାଷ୍ଟମୀ ଉତ୍ସବ
ଆଞ୍ଚଳିକ

ଆସିକାର ବିଭିନ୍ନ ସ୍ଥାନରେ ମହାଧୂମଧାମରେ ପାଳିତ ହେଉଛି ଜନ୍ମାଷ୍ଟମୀ ଉତ୍ସବ

September 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ମାନସ ପୂର୍ଣ୍ଣ ଆଚାର୍ଯ୍ୟ
ଆସିକା: ଗଞ୍ଜାମ ଜିଲ୍ଲା ଆସିକାରେ ଆଜି ବିଭିନ୍ନ ସ୍ଥାନରେ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ ଜୟନ୍ତି ବ୍ରତ, ଉପବାସ ଆଧ୍ୟାତ୍ମିକ ପରିବେଶରେ ଅନୁଷ୍ଠିତ ହୋଇଛି।

ଆସିକା ସହର ଓ ଏହାର ଆଖପାଖ ଅଚଂଳର ବିଭିନ୍ନ ମଠ, ମନ୍ଦିର ଠାରେ ବଡ ଧୁମଧାମରେ ଏହି ଉତ୍ସବ ପାଳିତ ହୋଇଥିଲା। ଆସିକା ସୁନାମ୍ବ ସାହି ଠାରେ ବିଜେ ଶ୍ରୀ ଶ୍ରୀ ରଘୁନାଥ ମନ୍ଦିର, ଜଗନ୍ନାଥ ମନ୍ଦିର, ଗୋପୀନାଥ ମନ୍ଦିର, ରାଧାକୃଷ୍ଣ ମନ୍ଦିର, ଭଗବତ ଟୁଙ୍ଗୀ ମଠ, ଶ୍ୟାମା କେନ୍ଦ୍ର ଆଦି ସ୍ଥାନରେ ଶ୍ରୀକୃଷ୍ଣ ଜନ୍ମ ବିଧି ,ବିଧାନ ପୂର୍ବକ ପୂଜା ପାଠ, ସ୍ୱତନ୍ତ୍ର ପୂଜା, ବେଶ, ନିତି ଆଦି ହୋଇଥିଲା।

ଏହାପରେ ପଣ୍ଡିତ ମାନଙ୍କ ଦ୍ୱାରା ଷୋଡଶ ଉପଚାର ପୂଜା, ହୋମ, ଯଜ୍ଞ, ଆରତୀ, ପୁଷ୍ପାଞ୍ଜଳୀ, ପ୍ରସାଦ ସେବନ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା। ଏହି ଅବସରରେ ଦିନ ତମାମ ନାମଯଜ୍ଞ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା।

ଆସିକା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.