Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ପ୍ରାଧ୍ୟାପକ ରବୀନ୍ଦ୍ରନାଥ ନରେନ୍ଦ୍ର ସିଂ ବର୍ମାଙ୍କ ୨୮ତମ ଶ୍ରାଦ୍ଧୋତ୍ସବ
ଆଞ୍ଚଳିକ

ବାଣପୁର: ପ୍ରାଧ୍ୟାପକ ରବୀନ୍ଦ୍ରନାଥ ନରେନ୍ଦ୍ର ସିଂ ବର୍ମାଙ୍କ ୨୮ତମ ଶ୍ରାଦ୍ଧୋତ୍ସବ

September 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଗୋଦାବରୀଶ ମହାବିଦ୍ୟାଳୟର ଓଡ଼ିଆ ଭାଷାତତ୍ଵ ବିଭାଗର ପ୍ରାକ୍ତନ ପ୍ରମୁଖ ବାଗ୍ମୀ ପ୍ରାଧ୍ୟାପକ ରବୀନ୍ଦ୍ରନାଥ ନରେନ୍ଦ୍ର ସିଂବର୍ମାଙ୍କ ୨୮ତମ ପୁଣ୍ୟ ତିଥି ନେହେରୁ ସେବା ସଂଘର କନକ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଂପାଦିକା ସରୋଜିନୀ ଦାଶଙ୍କ ସଭାପତିତ୍ଵରେ ଆୟୋଜିତ ଏହି ସଭାରେ ଚିଲିକା ସାହିତ୍ୟ ସମାଜର ସଭାପତି ବାଳମୁକୁନ୍ଦ ଦାସ ମୁଖ୍ୟଅତିଥି, କବି ଓମ୍ ପ୍ରକାଶ ଅଗ୍ରୱଲା ମୁଖ୍ୟ ବକ୍ତା, କ୍ରୀଡା ଭାରତୀର ମୁଖ୍ୟ ବୈରାଗୀ ଚରଣ ବଳ ସମ୍ମାନୀତ ଅତିଥି, ଅଧ୍ୟାପକ ରୁଦ୍ର ପ୍ରତାପ ନରେନ୍ଦ୍ରସିଂ ବର୍ମା ଆବାହକ ଭାବରେ ଯୋଗ ଦେଇ ସ୍ୱର୍ଗତ ବର୍ମାଙ୍କ ବହୁମୁଖୀ ପ୍ରତିଭା ସଂପର୍କରେ ଆଲୋକପାତ କରି ମାତୃଭୂମୀ ମାତୃଭାଷା ପ୍ରତି ତାଙ୍କ ଉତ୍ସର୍ଗୀକୃତ ସେବା ପାଇଁ ଚିରକାଳ ସ୍ମରଣୀୟ ହୋଇ ରହିବେ ବୋଲି ପ୍ରକାଶ କରିଥିଲେ।

ଏହି ଅବସରରେ ସେବା ସଂଘର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡ଼ିଆ ଭାଷା ସଂବନ୍ଧୀୟ ବିଭିନ୍ନ ପ୍ରତିଯୋଗିତାମାନ ଆୟୋଜନ କରାଯାଇ କୃତୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ସହ ମାନପତ୍ର ପ୍ରଦାନ କରାଯାଇଥିଲା। ଅନୁଷ୍ଠାନର ସଭ୍ୟ ବିରେନ୍ଦ୍ର କୁମାର ତ୍ରିପାଠୀ ସ୍ଵାଗତ ବ୍ୟକ୍ତବ୍ୟ ରଖିଥିଲା ବେଳେ ଗୋବିନ୍ଦ ବେହେରା ସଂଯୋଜନା କରିଥିଲେ। ପ୍ରଶିକ୍ଷକ ପ୍ରଦୀପ୍ତ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

ବାଣପୁର ରବୀନ୍ଦ୍ରନାଥ ନରେନ୍ଦ୍ର ସିଂବର୍ମା ଶ୍ରାଦ୍ଧୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ପହିଲି ରଜରେ ସମଗ୍ର ବାଣପୁର ଅଞ୍ଚଳ ଚଳଚଞ୍ଚଳ: ରଜ ପାଳିଲେ ମା’ ଭଗବତୀ

June 14, 2026

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026
Latest News

ମଦ ଦୋକାନରେ ପଶି ହାଣିଲେ

June 14, 2026

ଫାୟାରିଂରେ ଗ୍ୟାରେଜ ମାଲିକ ମୃତ

June 14, 2026

ସାନି NEET UG ପାଇଁ ଆସିଲା ଆଡମିଟ କାର୍ଡ

June 14, 2026

ଆକାଶରୁ ମୃତ୍ୟୁର ବଜ୍ରାଘାତ: କୁଡିଆରେ ଆଶ୍ରୟ ନେଇ ଜୀବନ ହାରିଲେ ଦୁଇ ଜଣ

June 14, 2026

ବୈରୁତ ଉପରେ ଇସ୍ରାଏଲର ଆକ୍ରମଣରେ ତେଜିଲା ମଧ୍ୟପ୍ରାଚ୍ୟ ସଙ୍କଟ: ଟ୍ରମ୍ପଙ୍କ କଡ଼ା ବାର୍ତ୍ତା, ବିପଦରେ ଇରାନ-ଆମେରିକା ଶାନ୍ତି ଚୁକ୍ତି

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.