Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀ ମହାବିଦ୍ୟାଳୟ ଇତିହାସ ବିଭାଗର ପାଠଚକ୍ର ଏବଂ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ
ଆଞ୍ଚଳିକ

ନାଚୁଣୀ ମହାବିଦ୍ୟାଳୟ ଇତିହାସ ବିଭାଗର ପାଠଚକ୍ର ଏବଂ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ

September 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନାଚୁଣୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ନାଚୁଣୀ ମହାବିଦ୍ୟାଳୟ ପରିସରରେ ଇତିହାସ ବିଭାଗ ତରଫରୁ ପାଠଚକ୍ର ଏବଂ ସଦ୍ୟ ନୂତନ ଛାତ୍ର ଛାତ୍ରୀ ଙ୍କ ର ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ବିଭାଗୀୟ ମୁଖ୍ୟ ଅଧ୍ୟାପିକା କବିତା ଦେବୀ ମିଶ୍ର ସଭାପତିତ୍ବ କରିଥିଲେ। ଅ

ଧ୍ୟାପକ ଜଗନ୍ନାଥ ଆଚାର୍ଯ୍ୟ, ବିଜୟ ଶତପଥି, ଅଧ୍ୟାପିକା ପ୍ରଜ୍ଞାମିତା ପାତ୍ର ତଥା ସମସ୍ତ ଛାତ୍ର ଛାତ୍ରୀ ମାନେ ସଭାରେ ଯୋଗଦେଇ ନିଜ ନିଜର ସୁଚିନ୍ତିତ ବକ୍ତବ୍ୟ ପ୍ରଦାନ କରିଥିଲେ। ଛାତ୍ର ହିରଲ ପ୍ରଧାନ ସଭାକୁ ପରିଚାଳନା କରିବା ସହ ଧନ୍ୟବାଦ୍ ଅର୍ପଣ କରିଥିଲେ। ଏବଂ ଶେଷରେ ପ୍ରୀତି ଭୋଜନରେ ନୂତନ ଛାତ୍ର ଛାତ୍ରୀଙ୍କୁ ଆପ୍ୟାୟିତ କରାଯାଇଥିଲା।

ଇତିହାସ ବିଭାଗ ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ମହାବିଦ୍ୟାଳୟ ପାଠଚକ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ

July 6, 2026

ଦକ୍ଷିଣପୁର କ୍ଲଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ

July 4, 2026

ରଣପୁର ଶିକ୍ଷା ବ୍ଲକରେ ପ୍ରଥମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ସଫଳତାର ସହ ଅନୁଷ୍ଠିତ

July 4, 2026

ବାଣପୁର: ଅଧ୍ୟାପକ ସଂଗ୍ରାମ ସାହୁଙ୍କ ବିୟୋଗରେ ଶୋକସଭା

July 4, 2026
Latest News

ପୁରୀ–କୋରାପୁଟ ଏକ୍ସପ୍ରେସର ଶୁଭାରମ୍ଭ: ଆଦିବାସୀ ସମ୍ପ୍ରଦାୟ ପାଇଁ ସୃଷ୍ଟି ହେବ ନୂତନ ଆର୍ଥିକ ସୁଯୋଗ

July 6, 2026

ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ଦୈନିକ ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ

July 6, 2026

ସମ୍ ହସ୍ପିଟାଲରେ ଅସୁସ୍ଥ ନବଜାତ ଶିଶୁକୁ ନୂଆ ଜୀବନ ଦେଲେ ଡାକ୍ତର

July 6, 2026

ରଣପୁରର ନୂଆପଡ଼ା ସଂରକ୍ଷିତ ଜଙ୍ଗଲରେ ୭୭ତମ ବନମହୋତ୍ସବ ପାଳିତ

July 6, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ: ବାତିଲ୍ ହେଲା ଏହି ସବୁ ଟ୍ରେନ

July 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.