Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଅଗ୍ରଣୀ ଶିକ୍ଷାନୁଷ୍ଠାନ କେମେଷ୍ଟ୍ରୀ ଫୋରମ୍ ର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଆଞ୍ଚଳିକ

ଅଗ୍ରଣୀ ଶିକ୍ଷାନୁଷ୍ଠାନ କେମେଷ୍ଟ୍ରୀ ଫୋରମ୍ ର ବାର୍ଷିକ ଉତ୍ସବ ଅନୁଷ୍ଠିତ

September 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସହରରେ ଅବସ୍ଥିତ ଅଗ୍ରଣୀ ଶିକ୍ଷାନୁଷ୍ଠାନ କେମେଷ୍ଟ୍ରୀ ଫୋରମ୍ ର ବାର୍ଷିକ ଉତ୍ସବ ପାଳନ ହୋଇଛି। ଅନୁଷ୍ଠାନର ନିର୍ଦ୍ଦେଶକ ସମାଧାନ ପଣ୍ଡାଙ୍କ ପୌରହିତ୍ୟରେ ମୁଖ୍ୟ ଅତିଥି ଭାବେ ନିଷ୍ଟ୍ ମହାବିଦ୍ୟାଳୟର କେମେଷ୍ଟ୍ରୀ ବିଭାଗ ମୁଖ୍ୟ ଡଃ ଦୁର୍ଯୋଧନ ସାହୁ, ସମ୍ମାନିତ ଅତିଥି ଭାବେ ଭିତମ୍ ଶିକ୍ଷାନୁଷ୍ଠାନ ର ପ୍ରଫେସର ଡ଼ଃ ଅନୁପ କୁମାର ପଣ୍ଡା ଓ ବ୍ରହ୍ମପୁର ପୌର ନିଗମ ସଦସ୍ୟ ପ୍ରଶାନ୍ତ କୁମାର ପଟ୍ଟନାୟକ (ଟୁନା) ପ୍ରମୁଖ ଯୋଗ ଦେଇ ଅଧ୍ୟୟନରତ ବିଦ୍ୟାର୍ଥୀ ମାନଙ୍କୁ ରାସାୟନିକ ବିଜ୍ଞାନର ପ୍ରୟୋଗ ଓ ବିକଶିତ ବିଷୟରେ ଦିଗଦର୍ଶନ ଦେଇଥିଲେ।

ଏଥି ସହିତ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ମୁଳକ କାର୍ଯ୍ୟକ୍ରମରେ କ୍ରୁତିତ୍ବ ହାସଲ କରିଥିବା ପ୍ରତିଯୋଗି ଓ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଶିକ୍ଷାବିତ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ସାମାଜିକ ଅନୁଷ୍ଠାନ “ବିପଦର ବଂଧୁ” ରାଜ୍ୟ ସଭାପତି ଟି କ୍ରିଷ୍ଣା ରାଓ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ବିଦ୍ୟାର୍ଥୀ ଓ ଅନୁଷ୍ଠାନ ର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ।

ଅଗ୍ରଣୀ ଶିକ୍ଷାନୁଷ୍ଠାନ ବାର୍ଷିକ ଉତ୍ସବ ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.