Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭଞ୍ଜନଗର ଥାନାରେ ନୁତନ ଥାନା ଅଧିକାରୀଙ୍କ ଯୋଗଦାନ
ଆଞ୍ଚଳିକ

ଭଞ୍ଜନଗର ଥାନାରେ ନୁତନ ଥାନା ଅଧିକାରୀଙ୍କ ଯୋଗଦାନ

September 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭଞ୍ଜନଗର: ଭଞ୍ଜନଗର ଥାନାରେ ନୁତନ ଥାନା ଅଧିକାରୀ ଭାବେ ଭଗବାନ ପୁଜାରୀ ଯୋଗ ଦେଇଛନ୍ତି। ଶ୍ରୀ ପୁଜାରୀ ପୁର୍ବରୁ ଏହି ଥାନାରେ ଉପ ନୀରିକ୍ଷକ ଭାବେ କାର୍ଯ୍ୟ କରୁଥିଲେ। ବର୍ତ୍ତମାନ ସେ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ଥାନାରୁ ଏହି ଥାନାକୁ ଆଇଆଇସି ଭାବେ ବଦଳି ହୋଇଛି।

ବିଶେଷ କରି ସହରର ଟ୍ରାଫିକ ସମସ୍ୟା ଓ ଆଇନ ଶ୍ରୁଙ୍ଖଳା ପରିସ୍ଥିତିର ସୁଧାର ଆଣିବା ସହ ସରକାରଙ୍କ ୫-ଟି ନିୟମ ଅନୁଯାୟୀ ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର ଓ ସେବା ଯୋଗାଇବା ପାଇଁ ସାଧାରଣ ଲୋକଙ୍କ ସହଯୋଗ କାମନା କରିଛନ୍ତି।

ଥାନା ଅଧିକାରୀ ଭଞ୍ଜନଗର ଥାନା ସୁନ୍ଦରଗଡ଼ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

May 5, 2026
Latest News

ଆଜି ମଇ ୧୫ ତାରିଖ ଶୁକ୍ରବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 15, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.