Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗାଈ ଚରାଇବାକୁ ଯାଇ ନାଳରେ ଭାସିଯାଇ ବୃଦ୍ଧ ମୃତ
ଆଞ୍ଚଳିକ

ଗାଈ ଚରାଇବାକୁ ଯାଇ ନାଳରେ ଭାସିଯାଇ ବୃଦ୍ଧ ମୃତ

September 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ଗାଈ ଚରାଇବାକୁ ଯାଇ ନାଳରେ ଭାସି ଯାଇ ରେଢ଼ାଖୋଲ ଥାନା ମଧୁପୁର ଗ୍ରାମରେ ଜନୈକ ବୃଦ୍ଧ ମୃତ୍ୟୁବରଣ କରିଥିବା ଖବର ହସ୍ତଗତ ହୋଇଛି।

ଖବରରୁ ପ୍ରକାଶ ଯେ ,ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା କଦଳିଗଡ ପଞ୍ଚାୟତ ଅନ୍ତର୍ଗତ ମଧୁପୁର ଗ୍ରାମର ନାଗାର୍ଜ୍ଜୁନ ପ୍ରଧାନ (୬୧) ଗାଈ ଚରେଇବାକୁ ଯାଇ ପାଖ ଜୁର ପାଣିରେ ବୁଡି ମୃତ୍ୟୁ ହୋଇଥିବା ଜଣାପଡ଼ିଛି ବୃଦ୍ଧ ଜଣକ ଜଣେ ଚାଷୀ। ଗାଁ ରେ ଲୋକମାନେ ଚାଷଜମିରେ ଗାଇ ଗୋରୁ ନ ପଶିବା ପାଇଁ ସାପ୍ତାହିକ ପାଳି ହିସାବରେ ଗୋରୁ ଗାଈ ଜଙ୍ଗଲକୁ ଚଳାଇବା ପାଇଁ ନେଇଥାନ୍ତି। ଠିକ୍ ପ୍ରତ୍ୟେକ ଦିନ ଭଳି ନାଗାର୍ଜୁନ ମଧ୍ୟ ଗୋରୁଗାଈ ଚରାଇ ପାଖ ଜଙ୍ଗଲକୁ ଯାଇଥିଲେ। ହେଲେ କିଛି ଗାଈଗୋରୁ ଖାଦ୍ୟ ଅନ୍ୱେଷଣରେ କେରାଣ୍ଡି ଜୋର ଡେଇଁ ଆରପାଖକୁ ପଳାଇଥିଲେ। ସେମାନଙ୍କୁ ଘଉଡାଇ ଆଣିବାକୁ ଯାଇ ନାଗାର୍ଜୁନ ମଧ୍ୟ ଜୋରରେ ବଢୁଥିବା ପାଣିର ସ୍ରୋତ କମ୍ ଥିବ ଭାବି ଡେଇଁ ପଡ଼ିଥିଲେ। ହେଲେ ପାଣିର ସ୍ରୋତ ଅଧିକ ଥିବା ହେତୁ ଜୋରରେ ଭାସିଯାଇ ଥିଲେ।

ପରେ ସେଠାରେ ଆଖପାଖ ଲୋକ ଦେଖି ବୃଦ୍ଧ ଙ୍କୁ ଉଦ୍ଧାର କରି ସଙ୍ଗେ ସଙ୍ଗେ ରେଢ଼ାଖୋଲ ଡାକ୍ତରଖାନାକୁ ଆଣିଥିଲେ। ହେଲେ ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ରେଢ଼ାଖୋଲ ପୋଲିସ୍ ପହଞ୍ଚି ମୃତଦେହ କୁ ଜବତକରି ପୋଷ୍ଟମର୍ଟମ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ସୂଚନା ମିଳିଛି।

ବୃଦ୍ଧ ମୃତ ରେଢ଼ାଖୋଲ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026
Latest News

‘୧୦ ବର୍ଷ ପଛକୁ ଚାଲିଯିବ ତାମିଲନାଡୁ’: ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଆନ୍ନାମଲାଇଙ୍କ ଚେତାବନୀ

August 24, 2026

ପଡ଼ିଆରେ ଲଢ଼େଇ ପାଇଁ ଯଶସ୍ୱୀ ଜୟସ୍ୱାଲଙ୍କୁ ଦଣ୍ଡ: ଫର୍ଣ୍ଣାଣ୍ଡୋଙ୍କୁ ମଧ୍ୟ ଜରିମାନା କଲା ଆଇସିସି 

August 24, 2026

ଐତିହ୍ୟର ମୂଳ, ଭବିଷ୍ୟତର ଡେଣା

August 24, 2026

ନୋଟିସ ପରେ ତୁରନ୍ତ କରନ୍ତୁ PNG ସଂଯୋଗ ପାଇଁ ଆବେଦନ: ନଚେତ ବନ୍ଦ ହେବ LPG ଯୋଗାଣ

August 24, 2026

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.