Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁରେ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଲୁଗାଁରେ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ

September 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଚିଲିକା ରୋଟାରୀ କ୍ଲବର ମିଳିତ ସହଯୋଗରେ ଏକ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକ୍ଷକ ଡା ସଂଗ୍ରାମ କେଶରୀ ସାହୁଙ୍କ ନେତୃତ୍ୱରେ ଆୟୁଷ ଡାକ୍ତର, ଆଶା କର୍ମୀ, ସ୍ୱଚ୍ଛ ପରିମଳ କର୍ମୀ, ଗୋଷ୍ଠୀ କାର୍ଯ୍ୟକ୍ରମ ପରିଚାଳିକା ଓ ଚିଲିକା ରୋଟାରୀ କ୍ଲବର ଏକାଧିକ ସଦସ୍ୟମାନେ ଯୋଗଦେଇଥିଲେ।

ସମସ୍ତ ଉପସ୍ଥିତ ବ୍ୟକ୍ତିମାନେ ବାଲୁଗାଁ ଡାକ୍ତରଖାନା ପରିସର ପରିଷ୍କାର କରିବାସହ ପରିବେଶ ପ୍ରଦୂଷଣ ରୋକିବା ଦିଗରେ ଏକ ରାଲି କରି ସଚେତନତାର ବାର୍ତ୍ତା ବାଣ୍ଟିଥିଲେ।

ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ୱଚ୍ଛତା ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

ଜାମସେଦପୁରରେ ଶ୍ରୀ ଜଗନ୍ନାଥ ମନ୍ଦିରର ଭୂମି ପୂଜନ ଉତ୍ସବରେ ଅଂଶଗ୍ରହଣ କଲେ ରାଷ୍ଟ୍ରପତି

February 27, 2026

ଭାରତ- ଇସ୍ରାଏଲ ମିଳିତ ବିବୃତ୍ତି

February 27, 2026

ଆଜି ହେଉଛି ଫେବୃୟାରୀ ୨୭ ତାରିଖ ଶୁକ୍ରବାର: ଏହି ରାଶି ପ୍ରତି ମା’ ସନ୍ତୋଷୀଙ୍କ ରହିଛି ଆଶୀର୍ବାଦ

February 27, 2026

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.