Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବାଇପାସରେ ସଡ଼କ ଦୁର୍ଘଟଣା: କାରକୁ ପଛପଟୁ ଧକ୍କା ଦେଲା ପିକ ଅପ ଗାଡି
ଆଞ୍ଚଳିକ

ବାଣପୁର ବାଇପାସରେ ସଡ଼କ ଦୁର୍ଘଟଣା: କାରକୁ ପଛପଟୁ ଧକ୍କା ଦେଲା ପିକ ଅପ ଗାଡି

September 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାଣପୁର ବାଇପାସରେ ଏକ ସଡ଼କ ଦୁର୍ଘଟଣା ଘଟିଥିବା ବେଳେ ଦୁର୍ଘଟଣା ଘଟାଇଥିବା ଗାଡି ଚାଳକ ଫେରାର ହୋଇଯାଇଥିବା ଜଣାପଡିଛି।

ସୂଚନା ମୁତାବକ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଆଗ ପଛ ହୋଇ ଏକ କାର ଏବଂ ପିକ ଅପ ଭ୍ୟାନ ଯାଉଥିବା ବେଳେ ବାଣପୁର ବାଇପାସ ଠାରେ କାର କୁ ପିକ ଅପ ଗାଡି ପଛପଟୁ ଶକ୍ତ ଧକ୍କା ଦେଇଥିଲା। ଫଳରେ କାରରେ ଥିବା ଜଣେ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।

ସ୍ଥାନୀୟ ଲୋକ ସଙ୍ଗେସଙ୍ଗେ ଆହତଙ୍କୁ ଉଦ୍ଧାର କରି ବାଲୁଗାଁ ମେଡିକାଲକୁ ସ୍ଥାନାନ୍ତରିତ କରିଥିବା ବେଳେ ଦୁର୍ଘଟଣା ଘଟାଇଥିବା ପିକ ଅପ ଭ୍ୟାନ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। କାରର ପଛ ଭାଗ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ଖବର ପାଇ ବାଣପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଛି।

ଜାତୀୟ ରାଜପଥ ବାଣପୁର ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବରିଷ୍ଠ ନାଗରିକ ସଂଘର ବିଭିନ୍ନ ଦାବି ପୂରଣ କରିବା ଲାଗି ପ୍ରତିଶ୍ରୁତି ଦେଲେ ଆଇନ ମନ୍ତ୍ରୀ

March 25, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ବାରବାଙ୍କୀରୁ ବହରାଇଚ୍ ୪-ଲେନ୍ ପ୍ରବେଶ-ନିୟନ୍ତ୍ରିତ ଜାତୀୟ ରାଜପଥ ନିର୍ମାଣକୁ ଅନୁମୋଦନ

March 19, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026
Latest News

ଏନ୍ଏଚ୍ଆରସି ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକଙ୍କ ଏମ୍ସ ଭୁବନେଶ୍ୱର ପରିଦର୍ଶନ

March 26, 2026

ମା’ ଭବବତୀଙ୍କ ପୀଠରେ ଅଶୋକାଷ୍ଟମୀ ଚଇତି ପର୍ବ: ବର୍ଷର ଶେଷ ପର୍ବରେ ଦକ୍ଷିଣାୟନ ଯାତ୍ରା କଲେ ମା

March 26, 2026

ସାରା ଦେଶରେ ସୁବିଧାଜନକ ଉପମାର୍ଗ ନିର୍ମାଣ ପାଇଁ ରେଳମନ୍ତ୍ରୀଙ୍କ ନିର୍ଦ୍ଦେଶ

March 26, 2026

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.