Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ, ତଦନ୍ତ ଆରମ୍ଭ କଲା ପୋଲିସ
ଆଞ୍ଚଳିକ

ବାଣପୁର: ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ, ତଦନ୍ତ ଆରମ୍ଭ କଲା ପୋଲିସ

September 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ପ୍ରତାପ ଗ୍ରାମରେ ଏକ ଆତ୍ମହତ୍ୟା ଜନିତ ମାମଲା ସାମ୍ନାକୁ ଆସିଛି। ଉକ୍ତ ଗ୍ରାମର ଯୁଗଳ କିଶୋର ସ୍ୱାଇଁଙ୍କ ପୁତ୍ର ସୁମିତ ସ୍ୱାଇଁ (୨୫) ଆତ୍ମହତ୍ୟା କରିଥିବାର ଅଭିଯୋଗ ହୋଇଛି।

ସୂଚନା ମୁତାବକ ଆଜି ରାତିରେ ଚିକୁଙ୍କୁ ତାଙ୍କ ପରିବାରବର୍ଗ ଗୁରୁତର ଅବସ୍ଥାରେ ବାଣପୁର ମେଡିକାଲ ଆଣିଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଏହା ଆତ୍ମହତ୍ୟା ମାମଲା ହୋଇଥିବାର ଅନୁମାନ କରାଯାଉଛି। ଚିକୁଙ୍କ ବେକରେ ଦାଗ ଥିବାହେତୁ ସେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ଅନୁମାନ କରାଯାଉଛି।

ତେବେ ଶବ ବ୍ୟବଛେଦ ରିପୋର୍ଟ ଆସିବାପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଡାକ୍ତର କହିଛନ୍ତି। ମେଡିକାଲରେ ବର୍ତ୍ତମାନ ବାଣପୁର ପୋଲିସ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଦେଇଛି।

ଆତ୍ମହତ୍ୟା ଅଭିଯୋଗ ତଦନ୍ତ ଆରମ୍ଭ ପ୍ରତାପ ଗ୍ରାମ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ଅଞ୍ଚଳରୁ ସିରିଜ ଲୁଟ ଘଟଣା: କୋଟିଏ ଟଙ୍କାର ସୁନା ଓ ରୁପା ଅଳଙ୍କାର ଉଦ୍ଧାର, ୧୨ ଗିରଫ

November 3, 2026

ଅର୍ଣ୍ଣବ ବର୍ଷାରେ ଉଜୁଡ଼ିଲା ଚାଷ: ବିଷ ପିଇ ଜୀବନ ହାରିଲେ ଚାଷୀ

November 1, 2026

ରାଜସୁନାଖଳାରେ ରାଜ୍ୟସ୍ତରୀୟ ‘ସନ୍ଥ ଭକ୍ତଚରଣ ପ୍ରତିଭା ସମ୍ମାନ-୨୦୨୬’

November 1, 2026

ବଧିପାଟଣା ବିଦ୍ୟାଳୟରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ବିଜୟା ମିଶ୍ରଙ୍କୁ ଭାବପୂର୍ଣ୍ଣ ସମ୍ବର୍ଦ୍ଧନା

November 1, 2026
Latest News

ଅଗ୍ନିବୀରଙ୍କ ପାଇଁ ବଡ଼ ଖବର: ଏବେ ୨୫% ନୁହେଁ ସେନାରେ ରହିବେ ୭୫%, ୨ ବର୍ଷ ବଢ଼ିଲା ସେବା

November 4, 2026

ଦୁଇଟିରୁ ଅଧିକ ସନ୍ତାନ ନିୟମକୁ ଅପ୍ରାସଙ୍ଗିକ କହିଲେ ସୁପ୍ରିମକୋର୍ଟ

November 4, 2026

AAP ବିଧାୟିକା ଅମନଦୀପ କୌର ଅରୋରାଙ୍କ ଘରେ ଇଡ଼ି ଚଢ଼ଉ

November 4, 2026

ପ୍ରଥମ ଦିନିକିଆରେ ଭାରତର ଧମାକାଦାର ବିଜୟ: ୫ ୱିକେଟରେ ହାରିଲା ନ୍ୟୁଜିଲାଣ୍ଡ

November 4, 2026

ଗୋଟିଏ ଝଟକାରେ ସୁନା ୩୦୦୦, ରୁପା ୬୯୦୦ ଟଙ୍କା ମହଙ୍ଗା

November 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.