Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପୋଖରୀରେ ବୁଡି ନାବାଳକର ମୃତ୍ୟୁ: ଡାକ୍ତରଙ୍କ ଅବହେଳାର ଅଭିଯୋଗ ଆଣିଲା ବିଜେପି
ଆଞ୍ଚଳିକ

ପୋଖରୀରେ ବୁଡି ନାବାଳକର ମୃତ୍ୟୁ: ଡାକ୍ତରଙ୍କ ଅବହେଳାର ଅଭିଯୋଗ ଆଣିଲା ବିଜେପି

September 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କୋଦଳା ଥାନା ଅନ୍ତର୍ଗତ ସମା ଗ୍ରାମ ଖତାଡି ସାହିର ରୁଦ୍ର ପ୍ରସାଦ ବାରିକ ନାମକ ଜଣେ ନାବାଳକ ଗାଁ ପୋଖରୀରେ ବୁଡି ପ୍ରାଣ ହରାଇଥିବା ଜଣାପଡ଼ିଛି।

ଘଟଣାରୁ ପ୍ରକାଶ ଯେ, ନାବାଳକ ରୁଦ୍ର ସକାଳୁ ଘରୁ ଯାଇ ବହୁ ସମୟ ପର୍ଯ୍ୟନ୍ତ ନଫେରିବାରୁ ପରିବାର ଲୋକେ ବହୁତ ଖୋଜାଖୋଜି କରି ପାଇନଥିଲେ। ପରବର୍ତ୍ତୀ ସମୟରେ ଉକ୍ତ ନାବାଳକ ପୋଖରୀରେ ଭାସୁଥିବା ଦେଖି ପରିବାର ଲୋକଙ୍କ ସହ ସେଠାରେ ପହଞ୍ଚି ତାକୁ ଉଦ୍ଧାର କରି ପ୍ରଥମେ ସମା ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିଲେ। କିନ୍ତୁ ସେଠାରେ ଡାକ୍ତରଙ୍କ ଅନୁପସ୍ଥିତ ଯୋଗୁଁ ତାକୁ ଆମ୍ବୁଲାନ୍ସ ଯୋଗେ କୋଦଳା ଡାକ୍ତରଖାନାକୁ ନେଇଥିଲେ। କିନ୍ତୁ ଡାକ୍ତର ତାକୁ ସେଠାରେ ମୃତ୍ୟୁ ଘୋଷଣା କରିଥିଲେ।

ଏହି ଭଳି ପରିସ୍ଥିତିରେ ଡାକ୍ତରଙ୍କ ଅବହେଳା ଯୋଗୁଁ ରୁଦ୍ରର ମୃତ୍ୟୁ ହୋଇଥିବା ବିଜେପି ପକ୍ଷରୁ ଅଭିଯୋଗ ହୋଇଛି। କୋଦଳା ଚେୟାରମେନ ସୁର୍ଯ୍ୟ ନାରାୟଣ ନାୟକ ଓ ଅନ୍ୟାନ୍ୟ ବିଜେପି କର୍ମକର୍ତ୍ତା ଡାକ୍ତରଖାନାରେ ପହଞ୍ଚି ହୋହାଲ୍ଲା କରିବା ଡ଼ାକ୍ତରଖାନାର ଅବହେଳା ପାଇଁ ନିନ୍ଦା କରିଛନ୍ତି।

କୋଦଳା ଥାନା ନାବାଳକ ନାବାଳକର ମୃତ୍ୟୁ ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ବିବାହର ଏକ ବର୍ଷ ପରେ ମହିଳାଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

June 11, 2026
Latest News

ଫାଲଟାର “ପୁଷ୍ପା” ଜାହାଙ୍ଗୀର ଖାନଙ୍କ ପତ୍ନୀ ଗିରଫ: ଜାଣନ୍ତୁ କାରଣ

June 20, 2026

ଆଫଗାନିସ୍ତାନ ବିପକ୍ଷରେ ଟିମ୍ ଇଣ୍ଡିଆର କ୍ଲିନ୍ ସୁଇପ୍ ଲକ୍ଷ୍ୟ: ଜାଣନ୍ତୁ ପିଚ୍ ରିପୋର୍ଟ

June 20, 2026

ଜନ୍ମମାଟି ପାହାଡପୁରରେ ପହଞ୍ଚିଲେ ରାଷ୍ଟ୍ରପତି, କିଛି ସମୟ ପରେ ଆସିବେ ପ୍ରଧାନମନ୍ତ୍ରୀ

June 20, 2026

ପୁରୀରେ ବାଲି ମାଫିଆଙ୍କ ବିରୋଧରେ ବଡ଼ ଚଢ଼ଉ : ୧୮ ହାଇୱା, ୨ ଜେସିବି ଜବତ, ୧୦ ଜଣ ଅଟକ

June 20, 2026

ଗାଁରେ ପହଞ୍ଚିବେ ସରକାର, ପ୍ରତି ପଞ୍ଚାୟତରେ ଜନକଲ୍ୟାଣ ଶିବିର

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.