Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଏନଏସି ରେ ସ୍ୱଚ୍ଛ ଚର୍ଚ୍ଚା ଦିବସ ଓ ସଫେଇ ଯୋଦ୍ଧାମାନଙ୍କ ପାଇଁ ବଡା ଖାନା ଆୟୋଜିତ
ଆଞ୍ଚଳିକ

ବାଲୁଗାଁ ଏନଏସି ରେ ସ୍ୱଚ୍ଛ ଚର୍ଚ୍ଚା ଦିବସ ଓ ସଫେଇ ଯୋଦ୍ଧାମାନଙ୍କ ପାଇଁ ବଡା ଖାନା ଆୟୋଜିତ

September 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ଓଡିଶା ସରକାରଙ୍କ ହାଉସ ଆଣ୍ଡ ଡେଭଲପମେଣ୍ଟ ଡିପାର୍ଟମେଣ୍ଟ ତରଫରୁ ବାଲୁଗାଁ ବିଜ୍ଞାପିତ ଅଂଚଳ ପରିଷଦ ଠାରେ ସ୍ୱଚ୍ଛ ଚର୍ଚ୍ଚା ଦିବସ ଓ ସଫେଇ ଯୋଦ୍ଧା ମାନଙ୍କ ପାଇଁ ବଡା ଖାନା ର ଆୟୋଜିତ ହେଇଥିଲା। ଏହି ସଭାରେ ବାଲୁଗାଁ ଏନଏସି ଅଧ୍ୟକ୍ଷା ସୁକାନ୍ତି ପାଇକରାୟ, ଭାଇସ ଚେୟାରମ୍ୟାନ ଭଗବାନ ପ୍ରଧାନ, ଚିଲିକା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରତିନିଧି ଜୟନ୍ତ ସ୍ୱାଇଁ, କାଉନସିଲର ଅଭିମନ୍ୟୁ ସ୍ୱାଇଁ, ଲକ୍ଷ୍ମୀଧର ସେଠି, ଅନିତା ସ୍ୱାଇଁ ଏବଂ ଏନଏସି ର ଅନ୍ୟ କାଉନସିଲର, ସମସ୍ତ ସଦସ୍ୟ, ସଫେଇ କର୍ମଚାରୀ ଉପସ୍ଥିତ ଥିଲେ।

ସମସ୍ତ ସଫେଇ କର୍ମଚାରୀଙ୍କ ଦ୍ୱାରା ବାଲୁଗାଁ ଏନଏସି ଆଜି ସ୍ୱଚ୍ଛ ଓ ସୁନ୍ଦରରେ ପରିଣତ ହେଈଛି। ସମସ୍ତ ସଫେଇ କର୍ମଚାରୀ ଙ୍କୁ ଧନ୍ୟବାଦ ଦେବା ସହ ବାଲୁଗାଁ ଏନଏସି ଆଗକୁ କିପରି ଅଧିକ ସ୍ୱଚ୍ଛ ଓ ସୁନ୍ଦର ହେଇ ପାରିବ ସେ ବିଷୟରେ ଆଲୋଚନା କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026
Latest News

ବଙ୍ଗୋପସାଗରରେ ଗଭୀର ଅବପାତ, ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ କଲେ ରାଜସ୍ବ ମନ୍ତ୍ରୀ

July 27, 2026

ଫାଇଲ ହଜିବା ଘଟଣା, କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

July 27, 2026

ନିରାପଦ ଟ୍ରେନ ପରିଚାଳନାରେ ଉଲ୍ଲେଖନୀୟ ସତର୍କତା ପାଇଁ ଟେକ୍ନିସିଆନଙ୍କୁ ପୂର୍ବତଟ ରେଳପଥର ସମ୍ମାନ

July 27, 2026

ବିହାର NEET ପ୍ରତିବାଦ: ୩୫୫ ଜଣଙ୍କୁ ଜେଲ, ୯୧ ପୋଲିସ ଆହତ

July 27, 2026

ଗତ ୫ ବର୍ଷରେ ଓଡ଼ିଶାର ୯୬୬୦ କଳାକାରଙ୍କୁ ୭୫.୪୩ କୋଟିର ସହାୟତା

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.