Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ବଜ୍ରପାତ ଯୋଗୁଁ ଚାଷୀଙ୍କ ପ୍ରାଣହାନୀ
ଆଞ୍ଚଳିକ

ବାଣପୁର: ବଜ୍ରପାତ ଯୋଗୁଁ ଚାଷୀଙ୍କ ପ୍ରାଣହାନୀ

September 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ସନ୍ଧ୍ୟାରେ ବାଣପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। କୁଲେଇ ଗ୍ରାମ ପଞ୍ଚାୟତ ହଜ ଗ୍ରାମର ଅନାମ ମୁଦୁଲିଙ୍କର ବଜ୍ରପାତରେ ମୃତ୍ୟୁ ଘଟିଛି।

ପ୍ରକାଶ ଥାଉକି ଅନାମ ନିଜ ବିଲରେ କାମ କରୁଥିବା ସମୟରେ ହଠାତ ବଜ୍ରପାତ ଘଟିଥିଲା। ସେହି ବିଲ ପାଖରେ ହିଁ ଅନାମ ଟଳିପଡିଥିଲେ। ପରିବାର ବର୍ଗ ତାଙ୍କୁ ଉଦ୍ଧାର କରି ଗମ୍ଭାରୀମୁଣ୍ଡା ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ଅନାମଙ୍କ ମୃତ୍ୟୁକୁ ନେଇ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।

ଗମ୍ଭାରୀମୁଣ୍ଡା ଚାଷୀଙ୍କ ପ୍ରାଣହାନୀ ବଜ୍ରପାତ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ପହିଲି ରଜରେ ସମଗ୍ର ବାଣପୁର ଅଞ୍ଚଳ ଚଳଚଞ୍ଚଳ: ରଜ ପାଳିଲେ ମା’ ଭଗବତୀ

June 14, 2026

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026
Latest News

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲ୍ଲିକଙ୍କୁ ଏନକାଉଣ୍ଟର

June 16, 2026

ଓଡିଶା ରିଅଲ ଇଷ୍ଟେଟ ଆପିଲେଟ ଟ୍ରିବୁନାଲ ଅଧ୍ୟକ୍ଷ ପ୍ରମଥ ପଟ୍ଟନାୟକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନ

June 16, 2026

ବ୍ୟସ୍ତବହୁଳ ଷ୍ଟେସନଗୁଡ଼ିକ ପାଇଁ ମାଷ୍ଟରପ୍ଲାନର ସମୀକ୍ଷା କଲେ କେନ୍ଦ୍ର ରେଳ ମନ୍ତ୍ରୀ

June 16, 2026

ଗ୍ରାମୀଣ ଶାସନ ବ୍ୟବସ୍ଥାରେ ନୂଆ ଦିଗ: ପଞ୍ଚାୟତ ସଂସ୍କାର ଓ ନବସୃଜନର ୧୨ ବର୍ଷ

June 16, 2026

ଭୁବନେଶ୍ବରରେ ନିର୍ମାଣ ହେବ ଜନାଶ୍ରୟ ଭବନ, ଏଥିରେ କଣ ହେବ? କିଏ ରହିବ?

June 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.