Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର କଳାକାର ମହାଧିବେଶନ
ଆଞ୍ଚଳିକ

ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର କଳାକାର ମହାଧିବେଶନ

September 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଗୁନିଆପଡା (ଟୁକୁନା ପ୍ରଧାନ): ଗଂଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ କେ. ବରିଡ଼ା ଠାରେ ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀ ଆନୁକୁଲ୍ୟରେ କଳାକାରଙ୍କ ମହାଧିବେଶନ ଅନୁଷ୍ଠିତ ହୋଇଯାଇଛି। ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର ମହାସଚିବ ଦଣ୍ଡପାଣି ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଅଧିବେଶନଙ୍କୁ ସମାଜସେବୀ ପ୍ରତାପ ନାୟକ ଉଦଘାଟନ କରିଥିଲେ।

ମୁଖ୍ୟଅତିଥି ଭାବେ ଖଲ୍ଲିକୋଟ ଏକକ ବିଶ୍ଵବିଦ୍ୟାଳୟର କୁଳପତି କର୍ଣ୍ଣେଲ ପ୍ରଫେସର ଡକ୍ଟର ପ୍ରଫୁଲ୍ଲ ମହାନ୍ତି ଯୋଗ ଦେଇଥିବା ବେଳେ ପ୍ରଫେସର ଡକ୍ଟର ବିଦ୍ୟୁତପ୍ରଭା ସାହୁ ପୌରହିତ୍ୟ କରିଥିଲେ। ମଞ୍ଚାସିନ ଅତିଥି ମାନଙ୍କ ମଧ୍ୟରେ ସମ୍ମିଳନୀର ସଭାପତି ବିପ୍ଳବୀ କବି ପ୍ରଶାନ୍ତ ମିଶ୍ର, ଉପସଭାପତି ଡାକ୍ତର ଗୌରାଙ୍ଗ ରାଉତ, ଇ. ମାହେଶ୍ୱରୀ ଦୋରା ଉପସ୍ଥିତ ଥିଲେ।

ଏହି ଅବସରରେ କିଛି ଆଞ୍ଚଳିକ ସ୍ୱନାମଧନ୍ୟ କଳାକାରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେମାନଙ୍କ ମଧ୍ୟରେ ଥିଲେ ଇନ୍ଦ୍ରମଣି ସାସମଲ, ନାରାୟଣ ଲେଙ୍କା, ଲକ୍ଷ୍ମଣ ଗୌଡ଼, ପାଣ୍ତବ ନାହାକ, ଶ୍ରୀକର ମିଶ୍ର, ବାସୁଦେବ ଶତପଥି, ପ୍ରଫୁଲ୍ଲ ବେହେରା, ପ୍ରଭାକର ମହାରଣା ପ୍ରମୁଖଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଅନ୍ୟମାନଙ୍କ ମଧ୍ୟରେ ପବିତ୍ର ରାଉତ, ଆଲୋକ କୁମାର ଶତପଥି, ଦଣ୍ଡପାଣି ପାତ୍ର, ଦେବେନ୍ଦ୍ରନାଥ ଦାସ, ଚିନ୍ତାମଣି ପ୍ରଧାନ, ସନ୍ତୋଷ କୁମାର ପଣ୍ଡା, ନାରାୟଣ ପଢ଼ିଆରି, ସନ୍ତୋଷ କୁମାର ରାଉତ, ଅମର ସାହୁ, ସୁଶାନ୍ତ କୁମାର ପଟ୍ଟନାୟକ, କୁଷ୍ଣଚନ୍ଦ୍ର ପୋଲାଇ, ସୁଧାଂଶୁ ଗୌଡ଼, ନୀଳକଣ୍ଠ ଦାସ, ପ୍ରକାଶ ସ୍ୱାଇଁ, କାଶୀନାଥ ବେହେରା, ପ୍ରକାଶ ବେହେରାଙ୍କ ସମେତ ବିଭିନ୍ନ ବର୍ଗର ଶହ ଶହ କଳାକାର ଓ କଳପ୍ରେମୀ ଉପସ୍ଥିତ ଥିଲେ।

ବିଭିନ୍ନ ସ୍ଥାନରୁ ଆସିଥିବା କଳାକାରମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

କଳାକାର ମହାଧିବେଶନ ବେଗୁନିଆପଡା ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026
Latest News

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ

August 13, 2026

ସଂସଦର ମୌସୁମୀ ଅଧିବେଶନ: ଉଭୟ ସଦନରେ ୧୨ ବିଲ୍‌ ଗୃହୀତ

August 13, 2026

୧୦୦ ଶଯ୍ୟା ବିଶିଷ୍ଟ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ

August 13, 2026

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ସାକ୍ଷାତ କଲେ ବିଶିଷ୍ଟ ଶିଳ୍ପପତି କରଣ ଆଦାନୀ

August 13, 2026

‘ହର ଘର ତ୍ରିରଙ୍ଗା’: ଟାଙ୍ଗୀରେ ବିରାଟ ଶୋଭାଯାତ୍ରା

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.