Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ବିପୁଳ ପରିମାଣରେ ନକଲି ବିଦେଶୀ ମଦ ଜବତ, ଯାତ୍ରୀବାହୀ ଅଟୋ ସହ ବେପାରୀ ଗିରଫ
ଆଞ୍ଚଳିକ

ବାଣପୁର: ବିପୁଳ ପରିମାଣରେ ନକଲି ବିଦେଶୀ ମଦ ଜବତ, ଯାତ୍ରୀବାହୀ ଅଟୋ ସହ ବେପାରୀ ଗିରଫ

October 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧା ଜିଲ୍ଲା ଅବକାରୀ ବିଭାଗ ବାଣପୁର ଥାନା ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣରେ ନକଲି ବିଦେଶୀ ମଦ ଓ ଏକ ଯାତ୍ରୀବାହି ଅଟୋ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ଅଙ୍ଗାରଗାଁ ବୋରିଆ ସାହି ଅଞ୍ଚଳର ତ୍ରିନାଥ ବିଶ୍ୱାଳ (୩୩) ବୋଲି ଜଣାପଡିଛି।

ତ୍ରିନାଥ ଦୀର୍ଘ ଦୁଇ ବର୍ଷ ହେଲା ବାଣପୁର ଅଞ୍ଚଳରେ ନକଲି ବିଦେଶୀ ମଦ କାରବାର ଜାରି ରଖିଥିବା ବେଳେ ଆଜି ସାନସିରେଇପୁର ଫରେଷ୍ଟ ବିଟ ହାଉସ ନିକଟରେ ଅବକାରୀ ବିଭାଗ ହାତରେ ଧରା ପଡିଛନ୍ତି। ତାଙ୍କ ଉପରେ ଅବକାରୀ ବିଭାଗ ପୁର୍ବରୁ ନଜର ରଖିଥିବା ବେଳେ ଆଜି ଚଢ଼ାଉ କରି ଗିରଫ କରିଛି।

ସମୁଦାୟ ୩୬ ଲିଟର ନକଲି ବିଦେଶୀ ମଦ ଜବତ ହୋଇଥିବା ବେଳେ ଅଭିଯୁକ୍ତଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଛି। ଜିଲ୍ଲା ଅବକାରୀ ମୋବାଇଲ ୟୁନିଟ ଏବଂ ଟାଙ୍ଗୀ ରେଞ୍ଜ ଓ ବାଲୁଗାଁ ଅବକାରୀ ଅଧିକାରୀ ଓ କର୍ମଚାରୀ ମାନେ ଉକ୍ତ ଚଢ଼ାଉରେ ସାମିଲ ଥିଲେ।

ଖୋର୍ଦ୍ଧା ଜିଲ୍ଲା ଗିରଫ ନକଲି ବିଦେଶୀ ମଦ ବାଣପୁର ବିପୁଳ ପରିମାଣ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁରୁ ବ୍ରାଉନ ସୁଗାର ଜବତ: ଅଭିଯୁକ୍ତ ଗିରଫ

June 3, 2026

ଜନ୍ମ ମାଟିରେ ବାଣପୁର ମୁକ୍ତି ସଂଗ୍ରାମର ମହାନାୟକ ବିପ୍ଲବୀ କୃତିବାସ ପାଟ୍ଟଶାଣୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

June 3, 2026

ବାଣପୁର ପାଇକ ବିଦ୍ରୋହ: ଓଡ଼ିଆ ଅସ୍ମିତାର ଏକ ଅନନ୍ୟ ଅଗ୍ନିଶିଖା

June 1, 2026

ବିଷାକ୍ତ ମଦ ମୃତ୍ୟୁ ସଂଖ୍ୟା ୧୮ରେ ପହଞ୍ଚିଲା

May 30, 2026
Latest News

ଟ୍ରମ୍ପଙ୍କ ଯୁଦ୍ଧ ନୀତିକୁ ବଡ଼ ଝଟକା : ବନ୍ଦ ହୋଇପାରେ ଯୁଦ୍ଧ

June 4, 2026

ହସ୍ପିଟାଲର ICUରେ ଭୟଙ୍କର ଅଗ୍ନିକାଣ୍ଡ : ତିନି ମୃତ

June 4, 2026

‘କୋଷ୍ଟାଲ ହାଇଓ୍ୱେ’ ହେବ ଗେମ୍-ଚେଞ୍ଜର: ଧର୍ମେନ୍ଦ୍ର ପ୍ରଧାନ

June 4, 2026

ଖଗରିଆ-ପୂର୍ଣ୍ଣିଆ ଜାତୀୟ ରାଜପଥ ଖଣ୍ଡକୁ ୪-ଲେନ୍ ରେ ଉନ୍ନତୀକରଣ ପାଇଁ କ୍ୟାବିନେଟ୍ ମଞ୍ଜୁରୀ

June 4, 2026

ପୁଣିଥରେ ଏକାଠି ହେବେ କି ଉଦ୍ଧବ – ସିନ୍ଦେ ! ସତାରଙ୍କ ମନ୍ତବ୍ୟ ପରେ ବଢିଲା ଚର୍ଚ୍ଚା

June 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.