Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ବୃଦ୍ଧା ଆଶ୍ରମରେ ଆଇନ ସଚେତନତା ଶିବିର
ଆଞ୍ଚଳିକ

ରଣପୁର: ବୃଦ୍ଧା ଆଶ୍ରମରେ ଆଇନ ସଚେତନତା ଶିବିର

October 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଆଜି ଅନ୍ତର୍ଜାତୀୟ ବାର୍ଦ୍ଧକ୍ୟ ଦିବସ ଅବସରରେ ରଣପୁର ବ୍ଲକ ଅନ୍ତର୍ଗତ ମହତପଲ୍ଲା ପଞ୍ଚାୟତ ଲଷ୍ମୀନାରାୟଣପୁର ଗ୍ରାମରେ ଥିବା ବୃଦ୍ଧାଶ୍ରମରେ ରଣପୁର ଅଦାଲତ ପକ୍ଷରୁ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇ ଯାଇଛି। ଏହି ଶିବିରରେ ଵୃଦ୍ଧ ବୃଦ୍ଧା ମାନଙ୍କ ନିମନ୍ତେ ଆଇନରେ ଥିବା ସମସ୍ତ ସୁବିଧା ଓ ବ୍ୟବସ୍ଥା ଉପରେ ଆଲୋଚନା କରାଯାଇଥିଲା।

ଏଥିରେ ରଣପୁର ତାଲୁକ ଆଇନ ସହାୟତା କେନ୍ଦ୍ର ତରଫରୁ ରଣପୁର କୋର୍ଟର ମାନ୍ୟବର ବିଚାରପତି ଗୌରି ଶଙ୍କର ପଣ୍ଡାଙ୍କ ସହ ବରିଷ୍ଠ ଆଇନଜୀବୀ ଗିରିଜା ଶଙ୍କର ସାମନ୍ତରାୟ, ସୁବାଷ ଚନ୍ଦ୍ର ଜେନା, କୃପାସିନ୍ଧୁ ବେହେରା ଓ ଶ୍ରୀକାନ୍ତ ସାହୁ ପ୍ରମୁଖ ଯୋଗ ଦେଇ ଆଇନ ସମ୍ପର୍କିତ ସମସ୍ତ ସୂଚନା ଓ ସହାୟତା ସମ୍ବନ୍ଧରେ ବିସ୍ତୃତ ଭାବେ ଆଲୋଚନା କରି ଆଶ୍ରମବାସୀଙ୍କୁ ବୁଝାଇ ଥିଲେ। ଏଥିରେ ଆଇନର ମାଗଣା ସୁବିଧା, ୯୦ ଦିନ ମଧ୍ୟରେ ଫଇସଲା, ସରକାରଙ୍କର କାର୍ଯ୍ୟକ୍ରମ, ଟାକ୍ସ ସୁବିଧା, ବ୍ୟାଙ୍କ ସୁବିଧା ଆଦି ସମ୍ବନ୍ଧରେ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ରଣପୁର କୋର୍ଟର ଲିଗାଲ ସର୍ଭିସର କାର୍ଯ୍ୟକର୍ତ୍ତା ରାଜେଶ କୁମାର ମଲିକ ଏବଂ ବୃଦ୍ଧାଶ୍ରମର କର୍ମକର୍ତ୍ତାମାନେ ସହଯୋଗ କରିଥିଲେ।

ଆଇନ ସଚେତନତା ଶିବିର ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026

ରଙ୍କନାଥ ଦେବଙ୍କ ପୀଠରେ ହନୁମାନ ଚାଳିଶା ଯଜ୍ଞ: ମନ୍ଦିର ଉନ୍ନୟନ ପ୍ରକଳ୍ପ ଉଦଘାଟନ କରିବେ ଆଇନ ମନ୍ତ୍ରୀ

February 12, 2026
Latest News

ମୁମ୍ବାଇରେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନ‌ଙ୍କୁ ସାକ୍ଷାତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

February 16, 2026

ସାରା ବିଶ୍ୱରେ ହ୍ରାସ ପାଉଛି ଏହି ଧର୍ମର ଜନସଂଖ୍ୟା: ହିନ୍ଦୁମାନଙ୍କର ସ୍ଥିତି କ’ଣ?

February 16, 2026

କିଛି ଘଣ୍ଟା ପରେ ଇସ୍ତଫା ପ୍ରତ୍ୟାହାର କଲେ ଆସାମ କଂଗ୍ରେସର ପୂର୍ବତନ ସଭାପତି: କାହିଁକି ବଦଳାଇଲେ ନିଷ୍ପତ୍ତି?

February 16, 2026

ଆସନ୍ତାକାଲି ବିଧାନସଭା, ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ

February 16, 2026

ରୋହିତ ଶେଟ୍ଟୀଙ୍କ ଘରେ ଗୁଳି ଚଳାଇବା ମାମଲା: ଅଭିଯୁକ୍ତଙ୍କୁ ରାଜସ୍ଥାନରୁ ଗିରଫ କଲା ମୁମ୍ବାଇ ପୋଲିସ

February 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.