Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭାଲୁ ଆକ୍ରମଣରେ ଜଣେ ଗୁରୁତର, ବୁର୍ଲା ସ୍ଥାନାନ୍ତର
ଆଞ୍ଚଳିକ

ଭାଲୁ ଆକ୍ରମଣରେ ଜଣେ ଗୁରୁତର, ବୁର୍ଲା ସ୍ଥାନାନ୍ତର

October 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଆଜି ନାକଟିଦେଉଳ ରେଞ୍ଜ ଅନ୍ତର୍ଗତ ଜାମୁଯୋରୀ ଗ୍ରାମର ଜଣେ ଲୋକଙ୍କୁ ଭାଲୁ କାମୁଡି ଦେବାରୁ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାପଡିଛି।

ସୂଚନାରୁ ପ୍ରକାଶ ଯେ, ନାକଟିଦେଉଳ ଥାନା ଜାମୁଯୋରୀ ଗ୍ରାମର ଅଇଁଠୁ ସେଠୀ (୫୬) ବର୍ଷ ଗ୍ରାମ ନିକଟସ୍ଥ ଖସଡ଼ା ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବା ବେଳେ ଭାଲୁ ହାବୁଡ଼ରେ ପଡିଯାଇଥିଲେ। ତେବେ ସାଙ୍ଗରେ ଥିବା ଅନ୍ୟ ଦୁଇଜଣ ତାଙ୍କୁ ଉଦ୍ଧାର କରି ଘରକୁ ଆଣିଥିଲେ। ସଙ୍ଗେ ସଙ୍ଗେ ପରିବାର ଲୋକେ ତାଙ୍କୁ ନାକଟିଦେଉଳ ଡାକ୍ତରଖାନାକୁ ନେଇ ଥିଲେ।

ତେବେ ଅଇଁଠୁଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଥିବାରୁ ଡାକ୍ତର ତାଙ୍କୁ ବୁର୍ଲା ସ୍ଥାନାନ୍ତର କରିଥିବା ଜଣାପଡିଛି। ଅଇଁଠୁ ଗରିବ ଶ୍ରେଣୀର ହୋଇଥିବାରୁ ପ୍ରଶାସନ ତରଫରୁ ଚିକିତ୍ସା ପାଇଁ ଅର୍ଥ ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

ବୁର୍ଲା ସ୍ଥାନାନ୍ତର ଭାଲୁ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026
Latest News

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.