Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଜେପି ପକ୍ଷରୁ ବାଣପୁରରେ ମେରୀ ମାଟି ମେରା ଦେଶ କାର୍ଯ୍ୟକ୍ରମ
ଆଞ୍ଚଳିକ

ବିଜେପି ପକ୍ଷରୁ ବାଣପୁରରେ ମେରୀ ମାଟି ମେରା ଦେଶ କାର୍ଯ୍ୟକ୍ରମ

October 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ଭାରତୀୟ ଜନତା ପାର୍ଟି ତରଫରୁ ‘ମୋ ମାଟି ମୋ ଦେଶ ‘ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ଏବଂ ବିଜେପି ବରିଷ୍ଠ ନେତା ପୃଥ୍ୱୀରାଜ ହରିଚନ୍ଦନ ଯୋଗ ଦେଇ ଘରକୁ ଘର ବୁଲି ପବିତ୍ର ମାଟି ସଂଗ୍ରହ କରିଛନ୍ତି।

ପ୍ରକାଶ ଥାଉକି ଏକ ଭାରତ ଶ୍ରେଷ୍ଠ ଭାରତ କରିବାର ସଂକଳ୍ପ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ୧୦୩ ତମ ମନ କି ବାତରେ ଏହି ଅଭିଯାନର ଘୋଷଣା କରିଥିଲେ। ଏହି ଅଭିଯାନର ମୂଳ ତତ୍ତ୍ୱ ହେଉଛି ଦେଶର ପ୍ରତ୍ୟେକ କୋଣରେ ଅମୃତ କଳସ ଯାତ୍ରା କରିବା, ଯାହାକି ଦେଶର ପ୍ରତ୍ୟେକ କୋଣରୁ ୭୫୦୦ କଳସରେ ମାଟି ସଂଗୃହିତ ହୋଇ ରାଜଧାନୀ ଦିଲ୍ଲୀରେ ପହଞ୍ଚିବ।

ଅମୃତ କଳସର ସଂଗୃହିତ ମାଟିକୁ ନେଇ ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀ ନିକଟରେ ଅମୃତ ବାଟିକା ନିର୍ମାଣ ହେବ। ଉକ୍ତ ସ୍ମାରକୀ ଏକ ଭାରତ ଶ୍ରେଷ୍ଠ ଭାରତର ପ୍ରତୀକ ହୋଇ ରହିବ।

ଏହି ପରିପ୍ରେକ୍ଷୀରେ ଶ୍ରୀ ପାତ୍ର ଓ ହରିଚନ୍ଦନଙ୍କ ସମେତ ଏନଏସିର ବିଜେପି କାଉନସିଲରଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ଓ ଜନସାଧାରଣ ଯୋଗଦେଇ ଅମୃତ କଳସରେ ଘରୁ ଘରୁ ମାଟି ସଂଗ୍ରହ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମ ଦ୍ୱାରା ସାରା ବାଣପୁର ଏନଏସି ରେ ଆଜି ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା।

“ମନ କି ବାତ” ଅମୃତ କଳସ ଅମୃତ ବାଟିକା ଏକ ଭାରତ ଶ୍ରେଷ୍ଠ ଭାରତ ଚିଲିକା ବିଜେପି ନରେନ୍ଦ୍ର ମୋଦି ମେରୀ ମାଟି ମେରା ଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ନିଜ ଗ୍ରାମରେ ଦୀପଦାନ କଲେ ଆଇନମନ୍ତ୍ରୀ

September 17, 2026

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026
Latest News

ସରକାରୀ ଚାକିରିର ନିଯୁକ୍ତିପତ୍ର ବାଣ୍ଟିଲେ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ

September 19, 2026

ମୁଖ୍ୟମନ୍ତ୍ରୀ ମାନଙ୍କ ଗାଡ଼ି ଉପରକୁ ମଦ ବୋତଲ ଫିଙ୍ଗିବ ମାମଲା: ରଭନୀତ ସିଂହ ବିଟ୍ଟୁ ଅଟକ

September 19, 2026

ରୋହିତ ଶର୍ମା କ’ଣ ଅଜିତ ଅଗରକରଙ୍କ ବିଦାୟର କାରଣ?: ବଡ଼ ନିଷ୍ପତ୍ତି ନେଲେ ମୁଖ୍ୟ ଚୟନକର୍ତ୍ତା

September 19, 2026

ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୩ ଶିଶୁଙ୍କ ସହ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

September 19, 2026

ଏଲଆଇସିରେ ୨୬୮୪ କୋଟିର ଠକେଇ!:  ଅନିଲ ଅମ୍ବାନୀଙ୍କ ଉପରେ ସିବିଆଇ ର କାର୍ଯ୍ୟାନୁଷ୍ଠାନ

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.