Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାକ୍ଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରାତ୍ର ଜଗୁଆଳିଙ୍କ ମୃତ୍ୟୁରେ ଶୋକ ସଭା
ଆଞ୍ଚଳିକ

ନାକ୍ଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରାତ୍ର ଜଗୁଆଳିଙ୍କ ମୃତ୍ୟୁରେ ଶୋକ ସଭା

October 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢାଖୋଲ: ନାକ୍ଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ରାତ୍ର ଜଗୁଆଳି ଙ୍କ ବିୟୋଗରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷ ଡଃ.ମନୋରଞ୍ଜନ ପ୍ରଧାନଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ସଭାରେ ସ୍ବର୍ଗତ ସାତ୍ତ୍ଵିକ ନାଏକଙ୍କ ସ୍ମୃତିରେ ଅନୁଷ୍ଠାନର ଅଧ୍ଯାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀଗଣ ୨ ମିନିଟ୍ ନୀରବ ଶାନ୍ତିପୂର୍ଣ୍ଣ ପ୍ରାର୍ଥନା କରିଥିଲେ।

ସୂଚନାଯୋଗ୍ୟ ସ୍ବର୍ଗତ ସାତ୍ତ୍ଵିକ ନାଏକ ତାଙ୍କର ଯୁବାବସ୍ଥାରେ ନାକ୍ଟିଦେଉଳ ପଞ୍ଚାୟତ କାର୍ଯ୍ୟାଳୟରେ ସଫେଇ କାମ କରୁଥିଲେ। ୨୦୦୯ ମସିହାରୁ ସେ ନାକ୍ଟିଦେଉଳ ମହାବିଦ୍ୟାଳୟର ରାତ୍ରି ଜଗୁଆଳି ଭାବେ କାର୍ଯ୍ୟ କରିଆସୁଥିଲେ। ସେ ଜଣେ ଭଦ୍ର ବ୍ୟକ୍ତି ଥିଲେ। ଆୟୋଜିତ ଶୋକ ସଭାରେ ଡଃ. ସରସୀରାଣୀ ଗଡନାୟକ, ଡଃ. ପ୍ରଶାନ୍ତ କୁମାର ଦାଶ, ଅଧ୍ଯାପକ ସଞୀବ ଦାଶ, ସରୋଜ ଭୁଏ, ବିନୀତା ମୁର୍ମୁ,ହେମାନନ୍ଦ ପ୍ରଧାନ,ହୁସେନ ପ୍ରଧାନ, ଅରୁଣ ବିଶ୍ବାଳ, ଜିତେନ୍ଦ୍ରୀୟ ପ୍ରଧାନ, ଅଶୋକ ଧଳ ଓ ଶାନ୍ତିଲତା ପ୍ରଧାନ ପ୍ରମୁଖ ସ୍ବର୍ଗତ ଆତ୍ମାଙ୍କ ସ୍ମୃତିଚାରଣ କରିଥିଲେ।

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନାକ୍ଟିଦେଉଳ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

କଲ୍ୟାଣସିଂହପୁର ନିର୍ଯାତନା ଘଟଣାରେ ଜାତୀୟ ମହିଳା କମିସନଙ୍କ କଡ଼ା ପଦକ୍ଷେପ

June 23, 2026

ମନ୍ଦିରରେ ବିଗ୍ରହ ପ୍ରତିଷ୍ଠାକୁ ନେଇ ତୀବ୍ର ବିବାଦ: ୧୬୩ ଧାରା ଜାରି

June 23, 2026

ଶେଷ ପର୍ଯ୍ୟାୟରେ ରାଜ୍ୟବ୍ୟାପୀ ଚାଲିଥିବା ଏସଆଇଆର କାର୍ଯ୍ୟକ୍ରମ

June 23, 2026

ଟ୍ରକକୁ ପଛପଟୁ ଧକ୍କା ଦେଲା ବାଇକ୍‌, ଦୁଇ ଭାଇଙ୍କ ମୃତ୍ୟୁ

June 23, 2026

କଟକ ତ୍ରିଶୂଳିଆ ବ୍ରିଜରେ ଭୟାବହ ସଡ଼କ ଦୁର୍ଘଟଣା: କାର ଚାଳକଙ୍କ ମୃତ୍ୟୁ, ହାଇୱା ଚାଳକ ଫେରାର

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.