Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଅବକାରୀ ବିଭାଗର ଚଢାଉ: ବନ୍ଧା ହେଲେ ଦୁଇ ବେପାରୀ, ଦେଶୀ ମଦ ଜବତ
ଆଞ୍ଚଳିକ

ବାଣପୁରରେ ଅବକାରୀ ବିଭାଗର ଚଢାଉ: ବନ୍ଧା ହେଲେ ଦୁଇ ବେପାରୀ, ଦେଶୀ ମଦ ଜବତ

October 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ବାଣପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଏବଂ ଭୀମପୁର ଅଂଚଳରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଯେଉଁଥିରେ ଦେଶୀ ମଦ ଚୋରାଚାଲଣା ଅଭିଯୋଗରେ ଦୁଇଜଣଙ୍କୁ ଅବକାରୀ ବିଭାଗ ଗିରଫ କରିଛି। ଏହାସହିତ ଉଭୟ ଅଭିଯୁକ୍ତଙ୍କ ଠାରୁ ୧୦୦ ଲିଟର ଦେଶୀ ମଦ ଜବତ କରାଯାଇଛି।

ଦୁଇ ଅଭିଯୁକ୍ତଙ୍କ ନାମ ଗଙ୍ଗାଧର ଦଣ୍ଡସେନା ଓ ସୁକାନ୍ତ ସେଠି ବୋଲି ଜଣାପଡିଛି। ସେମାନଙ୍କ ଠାରୁ ଯଥାକ୍ରମେ ୩୫ ଲିଟର ଓ ୬୫ ଲିଟର ଦେଶୀ ମଦ ଜବତ କରାଯାଇଛି। ଏହି ଘଟଣାରେ ଉଭୟଙ୍କ ନାମରେ ଯଥାକ୍ରମେ ୧୨୦/୨୩-୨୪ ଓ ୧୨୧/୨୩-୨୪ ଅନୁଯାୟୀ ବାଲୁଗାଁ ଅବକାରୀ ଥାନାରେ ମାମଲା ରୁଜୁ କରାଯାଇଛି।

ତେବେ ଖବର ପାଇ ଟାଙ୍ଗୀ ରେଞ୍ଜ ଅବକାରୀ ଇନ୍ସପେକ୍ଟର ନାରୟଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ଏବଂ ବାଲୁଗାଁ ଅବକାରୀ ଅଧିକାରୀ ତପନ ସ୍ୱାଇଁଙ୍କ ତତ୍ୱାବଧାନରେ ଉକ୍ତ ଚଢ଼ାଉ କରାଯାଇଥିଲା।

ଦେଶୀ ମଦ ଜବତ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026
Latest News

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026

ଓଡ଼ିଶା ଲୋକାୟୁକ୍ତ ଚୟନ କମିଟିର ସଦସ୍ୟ ହେଲେ ପୂର୍ବତନ CJI ଜଷ୍ଟିସ୍‌ ଗୋପାଳ ବଲ୍ଲଭ ପଟ୍ଟନାୟକ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.