Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଭାରତ ତିଦ୍ଦତ ସୀମା ପୋଲିସ ବଳ ଦ୍ଵାରା “ମୋ ମାଟି ମୋ ଦେଶ” ଅଭିଯାନ କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଣପୁର: ଭାରତ ତିଦ୍ଦତ ସୀମା ପୋଲିସ ବଳ ଦ୍ଵାରା “ମୋ ମାଟି ମୋ ଦେଶ” ଅଭିଯାନ କାର୍ଯ୍ୟକ୍ରମ

October 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ୪୧ ବାହିନୀ ଭାରତ ତିଦ୍ଦତ ସୀମା ପୋଲିସ ବଳ ଦ୍ଵାରା ବ୍ଲକ ସ୍ତରୀୟ “ମୋ ମାଟି ମୋ ଦେଶ” ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ବ୍ଲକ ଉନ୍ନୟନ ଅଧିକାରୀ ଶୀତଲ ଅଗ୍ରୱାଲଙ୍କ ଉପସ୍ଥିତିରେ ଉକ୍ତ ଅଭିଯାନ ଆୟୋଜନ କରାଯାଇଅଛି।

କାର୍ଯ୍ୟକ୍ରମରେ ସ୍ଵେଚ୍ଛାସେବୀ ସଂଗଠନ, ନେହୁରୁ ଯୁବକେନ୍ଦ୍ର ଏବଂ ଅଙ୍ଗନୱାଡି କେନ୍ଦ୍ରର ସଦସ୍ୟମାନେ ଭାଗ ନେଇଥିଲେ।

୪୧ ବାହୀନୀ ସେନାନୀଙ୍କ ନିର୍ଦ୍ଦେଶାନୁସାରେ ବାଣପୁର ବ୍ଲକର ସମସ୍ତ ଗ୍ରାମର ଏକତ୍ରିତ ମାଟିକୁ ବାଣପୁର ବ୍ଲକର ବିଡିଓ ଶ୍ରୀମତୀ ଅଗ୍ରୱାଲଙ୍କୁ ହସ୍ତାନ୍ତର କରି କାର୍ଯ୍ୟକ୍ରମ ସମାପନ କରାଯାଇଥିଲା।

ଏହି ଆନୁକୁଲ୍ୟରେ ବ୍ଲକ ଅଧିକାରୀ, ସ୍ଥାନୀୟ ଗ୍ରାମବାସୀ ଏବଂ ବାହିନୀର ପଦାଧିକାରୀ ଉପସ୍ଥିତ ଥିଲେ।

ବାଣପୁର ମୋ ମାଟି-ମୋ ଦେଶ ଅଭିଯାନ ଶୀତଲ ଅଗ୍ରୱାଲ
Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ଅଗ୍ନି ବିପନ୍ନଙ୍କୁ ରେଡ଼କ୍ରସ ପକ୍ଷରୁ ସହାୟତା

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026
Latest News

କେନ୍ଦ୍ର କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ପାରିତ ହେଲା ଏକ ସଂକଳ୍ପ

June 10, 2026

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.