Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକ ୧୪ ନମ୍ବର ଜୋନରେ ବିଜୁ ଜନତା ଦଳର ଜନସମ୍ପର୍କ ପଦ ଯାତ୍ରା
ଆଞ୍ଚଳିକ

ବାଣପୁର ବ୍ଲକ ୧୪ ନମ୍ବର ଜୋନରେ ବିଜୁ ଜନତା ଦଳର ଜନସମ୍ପର୍କ ପଦ ଯାତ୍ରା

October 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଚିଲିକା ନିର୍ବାଚନ ମଣ୍ଡଳୀ ବାଣପୁର ବ୍ଲକ ୧୪ ନମ୍ବର ଜୋନର ରାଜ୍ୟ ଯୁବ ବିଜେଡି ସାଧାରଣ ସମ୍ପାଦକ କୁମାର ଜଗତ ବଲ୍ହବ ମହାରଥା ଙ୍କ ନେତୃତ୍ୱରେ ୧୪ ନମ୍ବର ଜୋନ ର ବାଣପୁର ବ୍ଲକ ବିଜୁଜନତା ଦଳର ସଭାପତି ଭବାନୀ ଶଙ୍କର ବଳିୟାରସିଂ, ଗମ୍ବlରୀ ମୁଣ୍ଡା ସରପଞ୍ଚଙ୍କ ପ୍ରତିନିଧି ଚିନ୍ମୟ କୁମାର ପଟ୍ଟନାୟକ, ସରପଞ୍ଚ ରାକେଶ ପ୍ରଧାନ, ନାରୀ ନେତ୍ରୀ ସମେତ ବିଜୁଜନତା ଦଳର ବହୁ ମୁଖିଆ ମାନେ ଯୋଗ ଦେଇଥବା ବେଳେ ୧୪ ନମ୍ବର ଜୋନରୁ ହଜାର ହଜାର ସଂଖ୍ୟାରେ ବିଜୁ ଜନତା ଦଳର ସଦସ୍ୟ ମାନେ ଯୋଗ ଦେଇ ଜନ ସମ୍ପର୍କ ପଦଯାତ୍ରାକୁ ସଫଳ କରିଥିଲେ।

ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନ୍ମ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଯେଉଁ ସବୁ ଯୋଜନା ସାମିଲ ହୋଇଛି ଏଥିରୁ କେହିବି ବଞ୍ଚିତ ନ ହୁଅନ୍ତୁ ଏବଂ ସରକାରଙ୍କ ହାତ ମୁଠାକୁ ଟାଣ କରିବା ସହିତ ଷଷ୍ଠ ଥର ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବପ୍ନକୁ ସାକାର କରିବା ନିମନ୍ତେ ବିଜୁଜନତା ଦଳର କର୍ମୀମାନେ ଦିନ ରାତି ଏକ କରି ସଂଗଠନ ସୃଦୁଢ କରିବାକୁ ଆହ୍ୱାନ ଦେଇଥିଲେ।

ଏହି ପଦ ଯାତ୍ରା ଆୟତପୁର ଠାରୁ ଗମ୍ଭାରୀମୁଣ୍ଡା ପଞ୍ଚାୟତ ପର୍ଯ୍ୟନ୍ତ ଶେଷ ହୋଇଥିଲା।

ଚିଲିକା ବାଣପୁର ବ୍ଲକ ବିଜୁ ଜନତା ଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026
Latest News

ମୋବାଇଲ୍ ଫୋନ୍ ନିର୍ମାଣ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରି

July 16, 2026

ଶ୍ରୀଜଗନ୍ନାଥ ମନ୍ଦିରର ଡିଜିଟାଲ୍ ହୁଣ୍ଡି “ସମର୍ପଣ” ୱେବ୍ ପୋର୍ଟାଲର ଶୁଭ ଉନ୍ମୋଚନ

July 16, 2026

ଶିକ୍ଷକ ନିଯୁକ୍ତିରେ ବିଳମ୍ବକୁ ନେଇ ସରକାରଙ୍କୁ ଘେରିଲା ସମନ୍ୱୟ ସମିତି

July 16, 2026

ମୋଟରସାଇକେଲ ଦୁର୍ଘଟଣାରେ ଯୁବକ ମୃତ: ଜଣେ ଆହତ

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଶ୍ରୀ ଜିଉଙ୍କ ଅପେକ୍ଷାରେ ତିନି ରଥ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.