Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନବବଧୁଙ୍କ ଆତ୍ମହତ୍ୟା
ଆଞ୍ଚଳିକ

ନବବଧୁଙ୍କ ଆତ୍ମହତ୍ୟା

October 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦାଦା ବଟି ନଦେବାରୁ ଠିକାଦାରଙ୍କୁ ଆକ୍ରମଣ ଅଭିଯୋଗ
ଦାଦା ବଟି ନଦେବାରୁ ଠିକାଦାରଙ୍କୁ ଆକ୍ରମଣ ଅଭିଯୋଗ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବୈଦ୍ୟନାଥ ପୁର ଥାନା ଅନ୍ତର୍ଗତ ସୁବାସ ନଗରର ଜ୍ୟୋତ୍ସ୍ନା ଶବର ନାମ୍ନୀ ଜନୈକା ନବବିବାହିତା ମହିଳା ବେକରେ ଲୁଗା ବାନ୍ଧି ଆତ୍ମହତ୍ୟା କରିଥିବା ଅବସ୍ଥାରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଛନ୍ତି।

ଖବରରୁ ଜଣାପଡିଛି ଯେ, ଦିଗପହଣ୍ଡି ଥାନା ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ମୁଳ ବାସିନ୍ଦା ଜ୍ୟୋତ୍ସ୍ନା ନିକଟସ୍ଥ ଆଙ୍କୁଲି କୁମ୍ଭାରପଲି ଅଞ୍ଚଳର ତୋଫାନ ସାହୁ ନାମକ ଜଣେ ଯୁବକକୁ ଏହି କିଛି ମାସ ପୂର୍ବରୁ ବାହା ହୋଇ ଭଡ଼ା ରହୁଥିଲେ। ସ୍ବାମୀ ଘରେ ନଥିବା ବେଳେ ଜ୍ୟୋତ୍ସ୍ନା କାହିଁକି ଏହି ଭଳି ନିଷ୍ପତ୍ତି ନେଇଛନ୍ତି, ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ବିଶ୍ଵସ୍ତ ସୁତ୍ରରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆତ୍ମହତ୍ୟା ନବବଧୁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026
Latest News

ନୂତନ ଚିକିତ୍ସା ପଦ୍ଧତି ଅନ୍ୱେଷଣ ଲାଗି ଆଇଏଲଏସ ପକ୍ଷରୁ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ

April 4, 2026

ରିଲାଏନ୍ସ ଫାଉଣ୍ଡେସନର ‘ୱାଟର ଫର ଲାଇଫ’ ଅଭିଯାନକୁ ମିଳୁଛି ବ୍ୟାପକ ଜନସହଯୋଗ

April 4, 2026

ଆଇଟିଇଆରରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ

April 4, 2026

ଜନଗଣନା-୨୦୨୭ରେ ସାମିଲ ହେଲେ ଲୋକସଭା ବାଚସ୍ପତି; ସମ୍ପୂର୍ଣ୍ଣ କଲେ ଡିଜିଟାଲ୍ ସ୍ୱ-ଗଣନା

April 4, 2026

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.