Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆନ୍ତର୍ଜାତିକ ବାଳିକା ଶିଶୁ ଦିବସ ପାଳିତ
ଆଞ୍ଚଳିକ

ଆନ୍ତର୍ଜାତିକ ବାଳିକା ଶିଶୁ ଦିବସ ପାଳିତ

October 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଆଜି ସମଗ୍ର ଶିକ୍ଷା ତରଫରୁ ରଣପୁର ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରାଙ୍କ ତତ୍ୱାବଧାନରେ ରଣପୁର ବ୍ଲକ ପରିସରରେ ଥିବା ସଭା ଗୃହ ମଧ୍ୟରେ ଆନ୍ତର୍ଜାତିକ ବାଳିକା ଶିଶୁ ଦିବସ ପାଳିତ ହୋଇ ଯାଇଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରଣପୁର ବିଜ୍ଞାପିତ ପରିଷଦର ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ ବିରଞ୍ଚି ନାରାୟଣ ତ୍ରିପାଠୀ, ସମ୍ମାନିତ ଅତିଥି ଭାବେ ରଣପୁର ସିଡିପିଓ ମାଧୁରୀ ପଣ୍ଡା, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରିଣୀ ଶାନ୍ତିଲତା ଦେଇ ପ୍ରାଥମିକ ଶିକ୍ଷକ ସଙ୍ଘର ରାଜ୍ୟ ସଂଯୋଜକ ଜ୍ୟୋତି ରଞ୍ଜନ ଦାଶ ପ୍ରମୁଖ ମଂଚାସୀନ ଥିଲେ।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରି ଅଞ୍ଚଳ ପାଇଁ ଗୌରବ ଆଣିଥିବା ଝିଅମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିରେ ଅଙ୍ଗନବାଡି କର୍ମୀ, ବିଭିନ୍ନ ବିଦ୍ୟାଳୟର ଛାତ୍ରୀ, ଅଙ୍ଗନବାଡି ସୁପରଭାଇଜର, ସ୍ୱୟଂ ସହାୟିକା ଗ୍ରୁପର ସଦସ୍ୟାମାନେ ଯୋଗ ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ରଣପୁର ବ୍ଲକର ସମସ୍ତ ସି.ଆର.ସି.ସି.ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ଗୁରୁ ଦିବସ ଉପଲକ୍ଷେ ୩ ଜଣ ଗୁରୁଜୀ ସମ୍ବର୍ଦ୍ଧିତ

September 5, 2026

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026
Latest News

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ ବିସିସିଆଇ କେବେ ନିଷ୍ପତ୍ତି ନେବ?: ଏହି ଦିନ ହେବ ସ୍ପଷ୍ଟ

September 5, 2026

ଲାଗୁ ହେବ ନାହିଁ କି ୧୦୦ ପ୍ରତିଶତ ଶୁଳ୍କ?: ତେଲ କ୍ରୟ ଉପରେ ଭାରତକୁ ମିଳିପାରେ ରିହାତି

September 5, 2026

ଗୁରୁ ଦିବସ: ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

September 5, 2026

ମସଜିଦ ଉପରେ ଚାଲିଲା ବୁଲଡୋଜର: ଯୋଗୀ ସରକାରଙ୍କୁ ଏଭଳି ପରାମର୍ଶ ଦେଲେ ମାୟାବତୀ

September 5, 2026

ଗୁରୁ ଦିବସ ଉପଲକ୍ଷେ ୩ ଜଣ ଗୁରୁଜୀ ସମ୍ବର୍ଦ୍ଧିତ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.