Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»୧୧କେଭି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଡ଼୍ରାଇଭର ଗୁରୁତର
ଆଞ୍ଚଳିକ

୧୧କେଭି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଡ଼୍ରାଇଭର ଗୁରୁତର

October 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବ୍ଲକ ଲୁହାପଙ୍କ ପଞ୍ଚାୟତ ଅନ୍ତର୍ଗତ ହେମାମୁରା ଗ୍ରାମରେ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ହାଇଓ୍ବା ଡ୍ରାଇଭର ଗୁରୁତର ହୋଇ ବୁର୍ଲା ସ୍ଥାନାନ୍ତର ହୋଇଥିବା ଜଣାପଡିଛି। ଗୁରୁତର ଡ୍ରାଇଭର ଜଣକ ହେଲେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ଅନ୍ତର୍ଗତ ଆମ୍ ଗାଁ ର କର୍ଣ୍ଣ ରଣାଙ୍କ ପୁଅ ଆକାଶ ରଣା ବୋଲି ଜଣା ପଡିଛି।

ସୂଚନାଯୋଗ୍ୟ ଯେ, ଚାରଭାଟି ଠାରୁ କଦଳୀ ଗଡ ପର୍ଯ୍ୟନ୍ତ ତିଆରି ହେଉଥିବା ଆରଡ଼ି ରାସ୍ତାର ହେମାମୁରା କେମ୍ପ ନିକଟରେ ଡ଼୍ରାଇଭର ଆକାଶ ହାଇଓ୍ବା ଗାଡ଼ିଡାଲା ସଫା କରିବାପାଇଁ ଗାଡ଼ିର ଡାଲା ଉପରକୁ ଉଠାଇ ଥିବା ସମୟରେ ଡାଲାଟି ଉଚ୍ଚ କ୍ଷମତା ସମ୍ପନ୍ନ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯାଇଥିଲା। ଫଳରେ ଗାଡ଼ିର ଟାୟାର ଗୁଡ଼ିକ ଜଳିଯାଇଥିବା ବେଳେ ଡ୍ରାଇଭର ଜଣକ ଗୁରୁତର ଆହତ ହୋଇଥିଲେ।

ଏନେଇ ଘଟଣାସ୍ଥଳରୁ ସ୍ଥାନୀୟ ଲୋକେ ଉଦ୍ଧାର କରି ରେଢ଼ାଖୋଲ ମେଡିକାଲକୁ ଆଣି ପ୍ରାଥମିକ ଚିକିତ୍ସା ପରେ ଡ଼ାକ୍ତର ତାଙ୍କୁ ବୁର୍ଲା ପଠାଇଥିବା ଜଣାପଡ଼ିଛି।

ଡ୍ରାଇଭର ଗୁରୁତର ବିଦ୍ୟୁତ୍ ସଂସ୍ପର୍ଶ ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.