Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କିସିଣ୍ଡା କଲେଜରେ ବ୍ଲକ ସ୍ତରୀୟ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ
ଆଞ୍ଚଳିକ

କିସିଣ୍ଡା କଲେଜରେ ବ୍ଲକ ସ୍ତରୀୟ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ

October 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ବ୍ଲକ କିସିଣ୍ଡା ମହାବିଦ୍ୟାଳୟ ଠାରେ ସମ୍ବଲପୁର ନେହେରୁ ଯୁବକ କେନ୍ଦ୍ର ସହାୟତାରେ “ମୋ ମାଟି ମୋ ଦେଶ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କିସିଣ୍ଡା ମହାବିଦ୍ୟାଳୟର ଅଧ୍ୟକ୍ଷା ସୁଶ୍ରୀତା ଭୋଇ ଏହି କାର୍ଯ୍ୟକ୍ରମରେ ଅଧକ୍ଷତା କରିଥିବା ବେଳେ ମହାବିଦ୍ୟାଳୟର ଅଧ୍ୟାପକ କୌଶିକ କୁମାର ପ୍ରଧାନ, ସୁଶାନ୍ତ ନାଏକ, ସଞ୍ଜୟ କୁମାର ପ୍ରଧାନ, ଅଧ୍ୟାପିକା ଅନିତା ପ୍ରଧାନ, ସୁଶ୍ରୀ ସ୍ଵାଗତିକ, ମୁଦୁଲି ଦିଲ୍ଲୀପ କୁମାର ପ୍ରଧାନ, ଗୁଲେଖ ବିଶ୍ୱାଳ ପର୍ଶୁରାମ ପ୍ରଧାନ, କନ୍ଦର୍ପ ବିଶ୍ୱାଳ, ହରେକୃଷ୍ଣ ପ୍ରଧାନପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ସମ୍ମାନିତ ଅତିଥି ଭାବେ ନେହେରୁ ଯୁବ କେନ୍ଦ୍ର ଜିଲ୍ଲା ସଂଯାଜକ ମାରିଆନ ବିଲୁଙ୍ଗ, କିଶୋର ଛତର, ୟୁଥ ସ୍ପୋର୍ଟିଂ କ୍ଳବର ସଭାପତି ଅମିତ କୁମାର ସାହୁ ଯୋଗ ଦେଇଥିଲେ। ଏଥି ସକାଶେ ସମସ୍ତ ଛାତ୍ରଛାତ୍ରୀ ବିଦ୍ୟାଳୟରୁ ମାଟି ସଂଗ୍ରହ କରି ମାଠିଆରେ ଦେଇଥିଲେ। ଏହି ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମରେ ମାଟିକୁ ଜିଲ୍ଲା ମୁଖ୍ୟ କାଯ୍ୟଳୟକୁ ପଠାଇବା ପାଇଁ ସ୍ଥିର କରାଯାଇଥିଲା।

ମହାବିଦ୍ୟାଳୟ ମୋ ମାଟି ମୋ ଦେଶ ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଆସନ୍ତା ୮ ରେ କେନ୍ଦ୍ରୀୟ ବିଦ୍ୟାଳୟର ଭୂମି ପୂଜନ କରିବେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

August 6, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026
Latest News

ଲୋକସଭାରେ ସମ୍ବଲପୁରୀ ହସ୍ତତନ୍ତ ଓ ଅନନ୍ୟ ଐତିହ୍ୟ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ

August 11, 2026

ପ୍ରଥମ ଥର ପାଇଁ ଐତିହାସିକ ଲାଲକିଲ୍ଲାର ପ୍ରାଚୀରରୁ ଗାନ କରାଯିବ ‘ବନ୍ଦେ ମାତରମ୍’

August 11, 2026

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ

August 11, 2026

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.