Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ରଙ୍କ ସହଯୋଗରେ ଦୁବାଇରୁ ଫେରିଲା ଶ୍ରମିକଙ୍କ ମୃତ ଦେହ
ଆଞ୍ଚଳିକ

ଚିଲିକା: ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ରଙ୍କ ସହଯୋଗରେ ଦୁବାଇରୁ ଫେରିଲା ଶ୍ରମିକଙ୍କ ମୃତ ଦେହ

October 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଚିଲିକା ବିଧାନସଭା ଅନ୍ତର୍ଗତ ସିଙ୍ଗେଶ୍ୱର ପଞ୍ଚାୟତ ସ୍ଥିତ ପାଟ୍ଟସାଣିପୁର ଗ୍ରାମର ବାସିନ୍ଦା ଲକ୍ଷ୍ମୀଧର ସାହୁ ହୃଦଘାତ ଜନିତ ସମସ୍ୟାରେ ପୀଡିତ ହୋଇ ଗତ ୧୦ ତାରିଖ ଦିନ ଦୁବାଇରେ ମୃତ୍ୟୁବରଣ କରିଥିଲେ। ତାଙ୍କ ପରିବାର ଲୋକ ଏହି ଖବର ଶୁଣି ମର୍ମାହତ ହୋଇଥିଲେ।

ତେବେ ଲକ୍ଷ୍ମୀଧରଙ୍କ ପରିବାରବର୍ଗ ଅତ୍ୟନ୍ତ ଗରିବ ଥିବାରୁ ଦୁବାଇରୁ ତାଙ୍କ ମର ଶରୀର ନିଜ ଗ୍ରାମକୁ ଆଣିବା ପାଇଁ ତାଙ୍କ ପରିବାରବର୍ଗଙ୍କ ପାଖେ ଆବଶ୍ୟକ ସାଧନ ନ ଥିଲା। ଏହି ବିଷୟରେ ସ୍ଥାନୀୟ କାର୍ଯ୍ୟକର୍ତ୍ତାଙ୍କ ଦ୍ୱାରା ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ଜାଣିବା ପରେ, ସେ ବିଦେଶ ମନ୍ତ୍ରୀ ଏସ. ଜୟ ଶଙ୍କରଙ୍କ ସହିତ ଯୋଗାଯୋଗ କରି ଲକ୍ଷ୍ମୀଧରଙ୍କ ଶବ ଦୁବାଇରୁ ଚିଲିକା ଆଣିବାର ସମସ୍ତ ବ୍ୟବସ୍ଥା କରିଥିଲେ।

ଗତ କାଲି ବିଳମ୍ବିତ ରାତିରେ ଲକ୍ଷ୍ମୀଧରଙ୍କ ଶବ ଚିଲିକାରେ ପହଂଚିଲା ପରେ ତାଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସାକ୍ଷାତ କରି ସମବେଦନା ଜଣାଇଛନ୍ତି ସମ୍ବିତ ପାତ୍ର। ସମ୍ବିତଙ୍କ ଉକ୍ତ କାର୍ଯ୍ୟକୁ ଚିଲିକାବାସୀ ପ୍ରଶଂସା କରିଥିବା ବେଳେ, ସେ ସଦାସର୍ବଦା ଚିଲିକା ବାସୀଙ୍କ ସେବା ପାଇଁ ସମର୍ପିତ ବୋଲି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।

ଚିଲିକା ଦୁବାଇ ବିଜେପି ମୃତ ଦେହ ସମ୍ବିତ ପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026
Latest News

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.