Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଶ୍ବ ଛାତ୍ର ଦିବସ ଅବସରରେ ‘ଆସ ପିଲାଙ୍କୁ ବୁଝିବା’ କାର୍ଯ୍ୟକ୍ରମ
ଆଞ୍ଚଳିକ

ବିଶ୍ବ ଛାତ୍ର ଦିବସ ଅବସରରେ ‘ଆସ ପିଲାଙ୍କୁ ବୁଝିବା’ କାର୍ଯ୍ୟକ୍ରମ

October 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ପବିତ୍ର ବିଶ୍ଵ ଛାତ୍ର ଦିବସ ଅବସରରେ ନାକଟିଦେଉଳ ସ୍ଥିତ “ପ୍ରଗତି ଶିଶୁ ବିକାଶ କେନ୍ଦ୍ରରେ” ଏକ ସ୍ବତନ୍ତ୍ର ଶୈକ୍ଷିକ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଅଧିବେଶନର ଆରମ୍ଭରେ ପ୍ରଗତି ଅନୁଷ୍ଠାନର ନିର୍ଦ୍ଦେଶକ ବନ୍ଦିତା ଦାଶ, ଡ଼ଃ ଏ.ପି. ଜେ ଅବଦୁଲ କାଲାମଙ୍କ ଫଟୋ ଚିତ୍ରରେ ଦ୍ଵୀପ ପ୍ରଜ୍ବଳନ ପୂର୍ବକ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ।

ଉକ୍ତ ଅଧିବେଶନରେ ଶିକ୍ଷା ପରାମର୍ଶଦାତା ତଥା ନାକଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷା ବିଭାଗର ଅଧ୍ୟାପକ ଡଃ ପ୍ରଶାନ୍ତ କୁମାର ଦାଶ ଶିଶୁମାନଙ୍କ ମଧ୍ୟରେ ସୃଜନାତ୍ମକ ଚିନ୍ତନ, ଫଳପ୍ରଦ ଭାବ ବିନିମୟ ଓ ଆତ୍ମ ସଚେତନତା କୌଶଳ ବିକାଶ ନିମନ୍ତେ ବିଭିନ୍ନ ଶିକ୍ଷଣ କାର୍ଯ୍ୟ ସମ୍ପାଦନ କରିଥଲେ।

ଏହି କାର୍ଯ୍ୟକ୍ରମରେ ଜଗନ୍ନାଥ ପ୍ରସାଦ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ପଞ୍ଚମ, ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀର ୨୩ ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ। ପ୍ରଧାନ ଆଚାର୍ଯ୍ୟ ବିଜୟ କୁମାର ସାହୁ, ପ୍ରଗତି ଟିମ୍ ମେମ୍ବର ଶୁଭଜିତ୍ ଦେହୁରୀ ଓ ସ୍ଵଶ୍ରୀ ତେଜସ୍ମିତା ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ସାଇବର ସୁରକ୍ଷା ଅଭିଯାନ: ବାଣପୁରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

November 7, 2025

ବାଣପୁର: ଜାତୀୟ ଗୀତର ୧୫୦ ତମ ପୂର୍ତ୍ତି ଦିବସ ପାଳିତ

November 7, 2025

ଆଇଏଏସ ଶୁଭ୍ରା ପଣ୍ଡା ହେଲେ ନାକଟିଦେଉଳ ବ୍ଲକ ବିଡ଼ିଓ

November 6, 2025

ଚିଲିକା ବୋଇତ ବନ୍ଦାଣ ଉତ୍ସବ ମଞ୍ଚରେ କବିତା ପାଠୋତ୍ସବ

November 4, 2025
Latest News

ଏହି ଦୁଇ ଆଫ୍ରିକୀୟ ଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି

November 8, 2025

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ କେତେ ଆସନ ଜିତିବ ମହାଗଠବନ୍ଧନ?, ବଡ ଦାବି କଲା କଂଗ୍ରେସ

November 8, 2025

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ଲାଲକୃଷ୍ଣ ଆଡଭାନୀଙ୍କୁ ୯୮ ବର୍ଷ ପୂରଣ: ୧୯୨୭ ପରଠାରୁ ତାଙ୍କ ଯାତ୍ରା ବିଷୟରେ ଜାଣନ୍ତୁ….

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.