Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଶ୍ବ ଛାତ୍ର ଦିବସ ଅବସରରେ ‘ଆସ ପିଲାଙ୍କୁ ବୁଝିବା’ କାର୍ଯ୍ୟକ୍ରମ
ଆଞ୍ଚଳିକ

ବିଶ୍ବ ଛାତ୍ର ଦିବସ ଅବସରରେ ‘ଆସ ପିଲାଙ୍କୁ ବୁଝିବା’ କାର୍ଯ୍ୟକ୍ରମ

October 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ପବିତ୍ର ବିଶ୍ଵ ଛାତ୍ର ଦିବସ ଅବସରରେ ନାକଟିଦେଉଳ ସ୍ଥିତ “ପ୍ରଗତି ଶିଶୁ ବିକାଶ କେନ୍ଦ୍ରରେ” ଏକ ସ୍ବତନ୍ତ୍ର ଶୈକ୍ଷିକ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଅଧିବେଶନର ଆରମ୍ଭରେ ପ୍ରଗତି ଅନୁଷ୍ଠାନର ନିର୍ଦ୍ଦେଶକ ବନ୍ଦିତା ଦାଶ, ଡ଼ଃ ଏ.ପି. ଜେ ଅବଦୁଲ କାଲାମଙ୍କ ଫଟୋ ଚିତ୍ରରେ ଦ୍ଵୀପ ପ୍ରଜ୍ବଳନ ପୂର୍ବକ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ।

ଉକ୍ତ ଅଧିବେଶନରେ ଶିକ୍ଷା ପରାମର୍ଶଦାତା ତଥା ନାକଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷା ବିଭାଗର ଅଧ୍ୟାପକ ଡଃ ପ୍ରଶାନ୍ତ କୁମାର ଦାଶ ଶିଶୁମାନଙ୍କ ମଧ୍ୟରେ ସୃଜନାତ୍ମକ ଚିନ୍ତନ, ଫଳପ୍ରଦ ଭାବ ବିନିମୟ ଓ ଆତ୍ମ ସଚେତନତା କୌଶଳ ବିକାଶ ନିମନ୍ତେ ବିଭିନ୍ନ ଶିକ୍ଷଣ କାର୍ଯ୍ୟ ସମ୍ପାଦନ କରିଥଲେ।

ଏହି କାର୍ଯ୍ୟକ୍ରମରେ ଜଗନ୍ନାଥ ପ୍ରସାଦ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ପଞ୍ଚମ, ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀର ୨୩ ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ। ପ୍ରଧାନ ଆଚାର୍ଯ୍ୟ ବିଜୟ କୁମାର ସାହୁ, ପ୍ରଗତି ଟିମ୍ ମେମ୍ବର ଶୁଭଜିତ୍ ଦେହୁରୀ ଓ ସ୍ଵଶ୍ରୀ ତେଜସ୍ମିତା ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026
Latest News

୧୦୦ ଶଯ୍ୟା ବିଶିଷ୍ଟ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ

August 13, 2026

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ସାକ୍ଷାତ କଲେ ବିଶିଷ୍ଟ ଶିଳ୍ପପତି କରଣ ଆଦାନୀ

August 13, 2026

‘ହର ଘର ତ୍ରିରଙ୍ଗା’: ଟାଙ୍ଗୀରେ ବିରାଟ ଶୋଭାଯାତ୍ରା

August 13, 2026

ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବିଭିନ୍ନ ଟ୍ରେନରେ ଅସ୍ଥାୟୀ ଭାବେ କୋଚ୍ ସଂଖ୍ୟା ବୃଦ୍ଧି

August 13, 2026

“ପ୍ରଧାନମନ୍ତ୍ରୀ ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରୁନାହାଁନ୍ତି?”: ରାହୁଲ ଗାନ୍ଧୀଙ୍କ ବଡ଼ ଆକ୍ରମଣ

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.