Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ବେଆଇନ ବାଣ ଗୋଦାମରେ ନାଚୁଣୀ ପୋଲିସର ଚଢ଼ାଉ ଜାରି, ମାଲିକ ଫେରାର
ଆଞ୍ଚଳିକ

ବାଣପୁର: ବେଆଇନ ବାଣ ଗୋଦାମରେ ନାଚୁଣୀ ପୋଲିସର ଚଢ଼ାଉ ଜାରି, ମାଲିକ ଫେରାର

October 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ସକାଳୁ ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ପୋଲିସ ବାଣପୁର ବ୍ଲକ ଅନ୍ତର୍ଗତ ବେଲେଡିହ ଗ୍ରାମରେ ଚଢ଼ାଉ କରି ବିପୁଳ ପରିମାଣରେ ବେଆଇନ ବାଣ ଜବତ କରିଛି। ସୂଚନା ମୁତାବକ ନାଚୁଣୀ ଆଇଆଇସି ଚନ୍ଦ୍ରଶେଖର ଜେନା ବେଲେଡିହ ଗ୍ରାମର କୁମ ମୁଦୁଲି ନାମକ ଜନୈକ ବ୍ୟକ୍ତିଙ୍କ ଘରେ ବିପୁଳ ପରିମାଣରେ ବେଆଇନ ବାଣ ଗଚ୍ଛିତ ଥିବା ଖବର ପାଇଥିଲେ। ସଙ୍ଗେସଙ୍ଗେ ଆଇଆଇସି ନିଜ ଟିମ ସହ ଉକ୍ତ ଘରେ ଚଢ଼ାଉ କରିଥିଲେ।

ବର୍ତ୍ତମାନ ଉକ୍ତ ଘରେ ଚଢ଼ାଉ ଜାରି ରହିଥିବା ବେଳେ ବିପୁଳ ପରିମାଣରେ ବେଆଇନ ବାଣ ଜବତ ହୋଇଥିବାର ସୂଚନା ମିଳିଛି। ତେବେ ବାଣ ମାଲିକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଖବର ହସ୍ତଗତ ହୋଇଛି।

ନାଚୁଣୀ ପୋଲିସ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026
Latest News

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.