Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଆତ୍ମହତ୍ୟା କଲେ ଯୁବକ: ଅନଲାଇନ ଗେମ ହେଲା କି କାରଣ?
ଆଞ୍ଚଳିକ

ବାଣପୁରରେ ଆତ୍ମହତ୍ୟା କଲେ ଯୁବକ: ଅନଲାଇନ ଗେମ ହେଲା କି କାରଣ?

October 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଗତକାଲି ରାତିରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଖବର ମୁତାବକ ଉକ୍ତ ଗ୍ରାମର ବ୍ରଜ ସାହୁଙ୍କ ପୁତ୍ର ଧର୍ମେନ୍ଦ୍ର ସାହୁ (୪୦) ବେକରେ ଲୁଗା ଗୁଡ଼ାଇ ଫ୍ୟାନରେ ଝୁଲି ପଡ଼ିଛନ୍ତି। ପରିବାର ଲୋକ ଏହା ଦେଖି ବାଣପୁର ପୋଲିସକୁ ଖବର ଦେବାରୁ ପୋଲିସ ୧୮/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଦେଇଛି।

ତେବେ ଧର୍ମେନ୍ଦ୍ର ଅନଲାଇନ ଗେମରେ ବହୁ ଟଙ୍କାର କ୍ଷତି ସହିବାରୁ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିବାର ସାଧାରଣରେ ଚର୍ଚ୍ଚା ହେଉଛି। ସୂଚନା ଥାଉକି ଧର୍ମେନ୍ଦ୍ରଙ୍କ ବଡଭାଇ ଗତ କିଛି ବର୍ଷ ପୂର୍ବେ ଆତ୍ମହତ୍ୟା କରିଥିବା ବେଳେ ପରିବାର ଲୋକ ଏଥିରେ ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି।

ଅନଲାଇନ ଗେମ ଆତ୍ମହତ୍ୟା କଲେ ଯୁବକ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା

June 30, 2026

ଅଧ୍ୟାପକ ସଂଗ୍ରାମ ସାହୁଙ୍କ ଅକାଳ ବିୟୋଗ: ବାଣପୁର ଅଞ୍ଚଳରେ ଶୋକର ଛାୟା

June 30, 2026

ଶ୍ରୀରଙ୍କ ନାଥ ଦେବଙ୍କ ପୀଠରେ ରୁକ୍ମିଣୀ ବିବାହ ସମ୍ପନ୍ନ: ଗୁଆଲି ଯାତ୍ରାରେ ନଗର ପରିକ୍ରମା କରିବେ ଦେବଦମ୍ପତି

June 26, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Latest News

Six Lane Dwarka Tunnel: ଦ୍ୱାରକା ଏକ୍ସପ୍ରେସୱେରେ ନିର୍ମାଣ ହେବ ଛଅ ଲେନ ସୁଡଙ୍ଗ ପଥ

July 1, 2026

ମନରେଗା ଦୁର୍ନୀତିରେ ବଡ଼ କାର୍ଯ୍ୟାନୁଷ୍ଠାନ, ୪୨ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ ଅଭିଯୋଗରେ ଦୁଇ ଯନ୍ତ୍ରୀ ଗିରଫ

July 1, 2026

ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ ନବରଙ୍ଗପୁର ୧୨ ଘଣ୍ଟିଆ ବନ୍ଦ: ମନ୍ତ୍ରୀଙ୍କ ଇସ୍ତଫା ଦାବି

July 1, 2026

ମହିଳାଙ୍କଠାରେ ଥାଇରଏଡ୍ ସମସ୍ୟା କାହିଁକି ଅଧିକ? ଜାଣନ୍ତୁ କାରଣ, ଲକ୍ଷଣ ଓ ସତର୍କତା

July 1, 2026

ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ରେ ‘ମହାନ ରେକର୍ଡ’ କରିବେ ଅଭିଷେକ ଶର୍ମା: ମାତ୍ର କିଛି ପାଦ ଦୂରରେ

July 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.