Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ
ଆଞ୍ଚଳିକ

ଚିଲିକା ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ

October 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଚିଲିକା ପଂଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି। ଆଜି ମୋଟ ୬୦ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୫୧ ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୦୩ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା।

ସେହିପରି ଭାବେ ୩ ଟି ଅଭିଯୋଗର ସ୍ଥଳ ବିଶେଷରେ ତତ୍କାଳ ସମାଧାନ କରାଯାଇଥିଲା ଏବଂ ଜଣଙ୍କୁ ୩ ହଜାର ଟଙ୍କାର ଆର୍ଥିକ ସହାୟତା ରାଶି ରେଡକ୍ରସ ପାଣ୍ଠିରୁ ପ୍ରଦାନ କରାଯାଇଥିଲା। ଜଣେ ହିତାଧିକାରୀଙ୍କୁ ହୂଇଲ ଚେଆର ପ୍ରଦାନ କରାଯାଇଥିବା ବେଳେ, ଆଉ ଜଣ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ ଭତ୍ତା ଆକାରରେ ୫୦୦ ଟଙ୍କା ମଞ୍ଜୁର କରାଯାଇଥିଲା।

ଆଜିର ମିଳିତ ଜନଶୁଣାଣି ଶିବିରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କାଟାରିଆ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଡଃ ବାଦଲ କୁମାର ମହାନ୍ତି, ଉପ -ଜିଲ୍ଲାପାଳ, ଦୀପ୍ତି ରଞ୍ଜନ ସେଠି, ସି.ଡି.ଏମ.ଓ ଡଃ ଆର୍ତ୍ତବନ୍ଧୁ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ, ଚିଲିକା ବିଡ଼ିଓ ଜଗଦୀଶ ଷଡ଼ଙ୍ଗୀ, ବ୍ଲକ ଅଧ୍ୟକ୍ଷା ଜ୍ୟୋତ୍ସ୍ନା ବେହେରା, ବାଲୁଗାଁ ଏସଡ଼ିପିଓ ଶୁଭ୍ରାଂଶୁ ଶେଖର ମିଶ୍ର ଏବଂ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଚିଲିକା ଜନ ଶୁଣାଣି ଶିବିର ମିଳିତ ଜନଶୁଣାଣି ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

ଜିମ୍ବାୱେ ବିପକ୍ଷରେ କେହଳିବେ ନାହିଁ ରିଙ୍କୁ ସିଂହ!: ଜାଣନ୍ତୁ କାହାକୁ ମିଳିବ ସୁଯୋଗ?

February 25, 2026

ରିଲାଏନ୍ସ ଫାଉଣ୍ଡେସନ ସହାୟତାରେ ଢେଙ୍କାନାଳର ସୋରଟ ଗାଁରେ ୨୦ ବର୍ଷ ପରେ ପୁଣି ଚାଷ ଆରମ୍ଭ

February 25, 2026

“ଆମେ ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ଦେବୁ ନାହିଁ…”: NCERT ପୁସ୍ତକ ଉପରେ CJI କ୍ଷୁବ୍ଧ

February 25, 2026

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.