Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସରକାରୀ ଜମିରେ ଗୃହ ନିର୍ମାଣ ଅଭିଯୋଗ, ତହସିଲରେ ଫେରାଦ ହେଲେ ସ୍ଥାନୀୟ ଲୋକେ
ଆଞ୍ଚଳିକ

ସରକାରୀ ଜମିରେ ଗୃହ ନିର୍ମାଣ ଅଭିଯୋଗ, ତହସିଲରେ ଫେରାଦ ହେଲେ ସ୍ଥାନୀୟ ଲୋକେ

October 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୁଜଙ୍ଗ: କୁଜଙ୍ଗ ତହସିଲ ଅଧୀନ ଖରିଗୋଠ ଗ୍ରାମରେ ଥିବା ସରକାରୀ ଜମିରେ ସ୍ଥାନୀୟ ଗ୍ରାମର ଜନୈକ ବ୍ୟକ୍ତି ବଳପୂର୍ବକ ପକ୍କା ଗୃହ ନିର୍ମାଣ କରୁଥିବା ନେଇ ସ୍ଥାନୀୟ ଲୋକମାନେ ଆଜି କୁଜଙ୍ଗ ତହସିଲଦାର ପୁଷ୍ପାଶ୍ରୀ ସାଣ୍ଡିଲଙ୍କ ଲିଖିତଭାବ ଅଭିଯୋଗ କରିବା ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀ, ୫-ଟି ଅଧ୍ୟକ୍ଷ, ଆରଡିସି କଟକ, ଜିଲ୍ଲାପାଳ ଜଗତସିଂହପୁରଙ୍କୁ ଏକ ଦାବିପତ୍ର ପଠାଇଥିବା ଜଣାପଡ଼ିଛି। ଖରିଗୋଠ ମୌଜାର ନୂଆଗଡିଆ ବନ୍ଧକୁ ଲାଗି ରହିଥିବା ସରକାରୀ ଜମିରେ ଖରିଗୋଠ ଗ୍ରାମର ସୁଶାନ୍ତ ନାୟକ ଏହି ଗୃହ ନିର୍ମାଣ କରୁଥିବା ଅଭିଯୋଗ ହୋଇଛି।

ତେବେ ଗ୍ରାମର କୁନଚନ୍ଦ୍ର ପ୍ରଧାନ, ଶରତ ନାୟକ, ଦିଲ୍ଲୀପ ସ୍ୱାଇଁ, ଲଛମନ ପ୍ରଧାନ, ନିତ୍ୟାନନ୍ଦ ସ୍ୱାଇଁ, ଅମୀର ରାଉତ, ସୁରେନ୍ଦ୍ର ପ୍ରଧାନ, ଅରକ୍ଷୀତ ସ୍ୱାଇଁ, ସୁବାଷ ନାୟକ, ରଞ୍ଜନ ଜେନା, ପଦ୍ମଲାଭ ସ୍ୱାଇଁ, ସୌମ୍ୟରଞ୍ଜନ ରାଉତ (ମିଟୁ) ପ୍ରମୁଖ କୁଜଙ୍ଗ ତହସିଲଦାରଙ୍କ ନିକଟରେ ଲିଖିିତ ଭାବେ ଅଭିଯୋଗ କରିବା ସହିତ ତୁରନ୍ତ ଏହି ବେଆଇନ କାର୍ଯ୍ୟକୁ ବନ୍ଦ କରିବା ସହିତ ଅଭିଯୁକ୍ତ ବିରୋଦ୍ଧରେ ଆଇନଗତ ପଦକ୍ଷେପ ଗ୍ରହଣ କରିବାକୁ ଦାବୀ କରିଛନ୍ତି।

କୁଜଙ୍ଗ ତହସିଲ ଗୃହ ନିର୍ମାଣ ସରକାରୀ ଜମି
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026
Latest News

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.