Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ତହସିଲରେ ନୂତନ ତହସିଲଦାର ଭାବେ କାର୍ଯ୍ୟରେ ଯୋଗଦେଲେ ଚକ୍ରଧର ପାଢ଼ୀ
ଆଞ୍ଚଳିକ

ଚିଲିକା ତହସିଲରେ ନୂତନ ତହସିଲଦାର ଭାବେ କାର୍ଯ୍ୟରେ ଯୋଗଦେଲେ ଚକ୍ରଧର ପାଢ଼ୀ

November 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧା ଜିଲ୍ଲା ଚିଲିକା ତହସିଲରେ ନୂତନ ତହସିଲଦାର ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି ଓଏଏସ ଅଧିକାରୀ ଚକ୍ରଧର ପାଢ଼ୀ।  କାର୍ଯ୍ୟରେ ଯୋଗଦେବା ପରେ ତାଙ୍କୁ ତହସିଲ କର୍ମଚାରୀ ମାନେ ସ୍ୱାଗତ କରିଥିଲେ। ଶ୍ରୀ ପାଢ଼ୀ ଏହା ପୁର୍ବରୁ ଗଜପତି ଜିଲ୍ଲାରେ ଡେପୁଟି ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିଲେ।

ପ୍ରଶାସନିକ କ୍ଷେତ୍ରରେ ଲମ୍ବା ସମୟର ଅଭିଜ୍ଞତା ଥିବା ଶ୍ରୀ ପାଢ଼ୀ ୨୦୨୦ ମସିହାରେ ଓଏଏସ ଭାବେ ପଦୋନ୍ନତି ପାଇ ବିଭିନ୍ନ ସ୍ଥାନରେ ତହସିଲଦାର ଭାବେ କାର୍ଯ୍ୟ କରିଛନ୍ତି।

ତେବେ ଚିଲିକା ତହସିଲରେ ଜନସାଧାରଣଙ୍କ ଅଭିଯୋଗର ଆଶୁ ସମାଧାନ କରିବା ପ୍ରଥମ ପ୍ରାଥମିକତା ରହିବ ବୋଲି କହିଛନ୍ତି ନୂତନ ତହସିଲଦାର ଶ୍ରୀ ପାଢ଼ୀ। ଅନୁରୂପ ଭାବେ ଚିଲିକାରୁ ବେଆଇନ ଘେରି ଉଚ୍ଛେଦ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଥିବା ବେଳେ ତାହାର କିପରି ସ୍ଥାୟୀ ସମାଧାନ କରାଯିବ ସେ ଦିଗରରେ କାର୍ଯ୍ୟ କରିବେ ବୋଲି କହିଛନ୍ତି ଶ୍ରୀ ପାଢ଼ୀ।

ଓଏଏସ ଅଧିକାରୀ ଚିଲିକା ତହସିଲ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ଯାତ୍ରୀ ଆୟ ଓ ଟିକେଟ୍ ବୁକିଂରେ ପୂର୍ବତଟ ରେଳପଥର ଉଲ୍ଲେଖନୀୟ ଅଭିବୃଦ୍ଧି

October 15, 2026

SIR ବିବାଦ ମଧ୍ୟରେ ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି: ୧୭ ଟି ରାଜ୍ୟ ପାଇଁ ନେଲେ ଏହି ପଦକ୍ଷେପ

October 15, 2026

ସୋଆକୁ ବଡ଼ ଗୌରବ: ଷ୍ଟାନଫୋର୍ଡ ତାଲିକାରେ ସୋଆର ୩୮ ଗବେଷକ

October 15, 2026

କାରରୁ ଗଂଜେଇ ଜବତ: ୨ ଗିରଫ

October 15, 2026

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅନ୍ତ୍ୟୋଦୟ ଗୃହ ଯୋଜନାରେ ନିର୍ମାଣ ହେବ ଆଉ ୨,୯୧,୬୬୬ ନୂଆ ଘର

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.