Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀରେ ଦଶ ଘଣ୍ଟା ପାଇଁ ବନ୍ଦ ରହିବ ବିଦ୍ୟୁତ ସରବରାହ
ଆଞ୍ଚଳିକ

ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀରେ ଦଶ ଘଣ୍ଟା ପାଇଁ ବନ୍ଦ ରହିବ ବିଦ୍ୟୁତ ସରବରାହ

November 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର ଓ କଟକରେ ବିଭିନ୍ନ ସ୍ଥାନରେ ବିଦ୍ୟୁତ ଯୋଗାଣ ବନ୍ଦ ରହିବ।
ଭୁବନେଶ୍ୱର ଓ କଟକରେ ବିଭିନ୍ନ ସ୍ଥାନରେ ବିଦ୍ୟୁତ ଯୋଗାଣ ବନ୍ଦ ରହିବ।

ଚିଲିକା (ସୀତାରାମ ଅଗ୍ରୱାଲ): ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀରେ ୧୦ ଘଣ୍ଟା ପାଇଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏନେଇ ଟି.ପି.ସି.ଓ.ଡି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା ଦଳେଇ ସୂଚନା ଦେଇଛନ୍ତି। ୧୩୨/୩୩ କେଭି ନାଭାଲ ଗ୍ରୀଡ଼ର ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ନିମନ୍ତେ ଆସନ୍ତାକାଲି ସକାଳ ୭ ଘଟିକାରୁ ଅପରାହ୍ନ ୫ ଘଟିକା ଯାଏଁ ବାଣପୁର, ବାଲୁଗାଁ ଏବଂ ଚିଲିକା ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ। ନାଭାଲ ଗ୍ରୀଡ଼ ଅଧୀନରେ ଆସୁଥିବା ସମସ୍ତ ବିଦ୍ୟୁତ ଉପଭୋକ୍ତାମାନଙ୍କୁ ଏହି ପରିପ୍ରେକ୍ଷୀରେ ସହଯୋଗ କରିବାକୁ ଶ୍ରୀ ଦଳେଇ ନିବେଦନ କରିଛନ୍ତି।

ମିଳିଥିବା ସୂଚନା ଅନୁସାରେ ବାଣପୁର ବ୍ଲକର ସମସ୍ତ ଅଞ୍ଚଳ, ବାଣପୁର ଏନଏସି, ବାଲୁଗାଁ ଏନଏସିର ସମସ୍ତ ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ ବୋଲି ସୂଚନା ରହିଛି। ସେହିପରି ଚିଲିକା ବ୍ଲକ୍‌ର ସୋରଣ, ଜରିପଡ଼ା ଏବଂ କଳକଳେଶ୍ଵର ପଞ୍ଚାୟତକୁ ‌ବାଦ୍‌ ଦେଇ ଅନ୍ୟ ସମସ୍ତ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିବ ବୋଲି ସୂଚନା ରହିଛି।

ଚିଲିକା ନିର୍ବାଚନମଣ୍ଡଳୀ ନାଭାଲ ଗ୍ରୀଡ଼ ବାଣପୁର ବାଲୁଗାଁ ବିଦ୍ୟୁତ ସରବରାହ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବରିଷ୍ଠ ନାଗରିକ ସଂଘର ବିଭିନ୍ନ ଦାବି ପୂରଣ କରିବା ଲାଗି ପ୍ରତିଶ୍ରୁତି ଦେଲେ ଆଇନ ମନ୍ତ୍ରୀ

March 25, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026
Latest News

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.