Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଋଣ ଭାରରେ ଚାଷୀଙ୍କ ଆତ୍ମହତ୍ୟା ଅଭିଯୋଗ
ଆଞ୍ଚଳିକ

ଋଣ ଭାରରେ ଚାଷୀଙ୍କ ଆତ୍ମହତ୍ୟା ଅଭିଯୋଗ

November 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଜଳ ଅଭାବରୁ ଧାନ ଫସଲ ଉଜୁଡ଼ି ଯିବାରୁ ଆତ୍ମହତ୍ୟା କଲେ ଚାଷୀ। ନୟାଗଡ ଜ଼ିଲ୍ଲା ରଣପୁର ବ୍ଲକ ଓସ୍ତପଡାର ଚାଷୀ ଗୋବିନ୍ଦ ସାହୁ ଧାର କରଜା କରି ଚାଷ କରିଥିବା ବେଳେ ଜଳ ସେଚନ ଅସୁବିଧାରୁ ଧାନ ଫସଲ ମରି ଯାଇଥିବାରୁ କେମିତି ଋଣ ପରିଶୋଧ କରିବେ ତାକୁ ନେଇ କିଛି ଦିନ ହେବ ଗୋବିନ୍ଦ ଚିନ୍ତାରେ ଥିବାବେଳେ ଆଜି ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଖବର ସଂଗ୍ରହରୁ ଜଣା ପଡେ ଯେ, ଓସ୍ତପଡ଼ା ଧାନବିଲ ନିକଟ ଗଛରୁ ଚାଷୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଗ୍ରାମବାସୀ କହିଛନ୍ତି। ମୃତକ ଚାଷୀ ହେଲେ ଚାନ୍ଦପୁର ଥାନା ଓସ୍ତପଡ଼ା ଗାଁର ଗୋବିନ୍ଦ ସାହୁ। ବିଲ ପାଖରେ ଥିବା ଏକ ଗଛରେ ସେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ।

ଚାଷୀଙ୍କ ମୁଣ୍ଡରେ ଦେଢ଼ ଲକ୍ଷ ଋଣ ଭାର ଥିବାରୁ ଆତ୍ମହତ୍ୟା କରିଥିବା ଅଭିଯୋଗ କରିଛନ୍ତି ମୃତକଙ୍କ ପରିବାର ଓ ଗ୍ରାମବାସୀ। ଚାଷ ଜମିକୁ ପାଣି ଅଭାବରୁ ଚାଷ ଅବସ୍ଥା ଭଲ ନଥିଲା । ତେଣୁ ଋଣ ଭାର ସୁଝି ପାରିବେନି ବୋଲି ଆତ୍ମହତ୍ୟା କରିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ ଓ ଗ୍ରାମବାସୀ।

ଋଣ ଭାର ଚାଷୀଙ୍କ ଆତ୍ମହତ୍ୟା ମରୁଡ଼ି
Share. Facebook Twitter LinkedIn Email WhatsApp Copy Link

Related Posts

କିସିଣ୍ଡାରେ ବନାଗ୍ନୀ ସଚେତନତା ଓ ନିରାକରଣ ସଚେତନତା ସଭା

February 9, 2026

ରେଢ଼ାଖୋଲରେ ରକ୍ତଦାନ ଶିବିର, ୫୧ ୟୁନିଟ ସଂଗ୍ରହ

February 6, 2026

ନାଚୁଣୀ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ସଂସଦର ବାର୍ଷିକୋତ୍ସବ

February 5, 2026

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026
Latest News

ଜିଲ୍ଲା ପରିଷଦ ଏବଂ ପଞ୍ଚାୟତ ସମିତି ନିର୍ବାଚନରେ ​​ମହାୟୁତିର ବିପୁଳ ବିଜୟ: ଖୁସି ବ୍ୟକ୍ତ କଲେ ଏକନାଥ ସିନ୍ଦେ

February 10, 2026

କୋଚି ୱାଟର ମେଟ୍ରୋ ପରିଦର୍ଶନ କଲେ ଭୁବନେଶ୍ୱର ଗଣମାଧ୍ୟମ ପ୍ରତିନିଧି

February 10, 2026

ପାକିସ୍ତାନ ସହ ବଡ଼ ଚୁକ୍ତି ଭାଙ୍ଗି ବହୁତ କ୍ଷତି ପହଞ୍ଚାଇଲା ଭାରତର “ମିତ୍ର”: ଇଣ୍ଡିଆକୁ ଲାଭ!

February 10, 2026

ଭାରତ ସହିତ ମ୍ୟାଚ୍‌ ରେ ନୂଆ ବିବାଦ ସୃଷ୍ଟି କଲା ପାକିସ୍ତାନ: ଅସୀମ ମୁନିରଙ୍କ ନାମ ଉଲ୍ଲେଖ କରି ଦେଲା ଧମକ

February 10, 2026

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.