Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ନେଇ ସହାୟକ କର୍ମଶାଳା ଆୟୋଜିତ
ଆଞ୍ଚଳିକ

ବାଣପୁରରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ନେଇ ସହାୟକ କର୍ମଶାଳା ଆୟୋଜିତ

November 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁରରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ନେଇ ସହାୟକ କର୍ମଶାଳା ଆୟୋଜିତ

ସୀତାରାମ ଅଗ୍ରୱାଲ

ବାଣପୁର: ବାଣପୁର ବ୍ଲକର ସମଗ୍ର ଶିକ୍ଷା, ଖୋର୍ଦ୍ଧା ପକ୍ଷରୁ ୧୦୦ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ନେଇ ଆରବିଏସକେ, ଆଲିମ କୋ, ସାଇଡ ସେଭର ଆଦି ବିଭାଗର ମିଳିତ ସହଯୋଗରେ ବାଣପୁର ସ୍ଥିତ ମାନସିଂହ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଅନ୍ତରକିଆରୀ ଠାରେ ଆବଶ୍ୟକ ସହାୟକ ଉପକରଣ ଯୋଗାଇଦେବା ନିମନ୍ତେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।

ବାଣପୁର ବ୍ଲକ ଶିକ୍ଷଧିକାରୀ ସନାତନ ଜାଲି ସିଆରସିସି ତାପସ ମହାରଣା ଓ ଜିଲ୍ଲା ଅନ୍ତର୍ନିବେଶୀ ଶିକ୍ଷା ସଂଯୋଜିକା ପୁଷ୍ପମିତ୍ରା ମିଶ୍ର କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଉକ୍ତ କର୍ମଶାଳାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କର ବିଭିନ୍ନ ଅଙ୍ଗ ପ୍ରତ୍ୟେଙ୍ଗର ପରୀକ୍ଷା ନିରୀକ୍ଷା କରାଯାଇ ସେମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା। ବିଆରପି ବିଶ୍ୱଜିତା ଜେନା, ଦାଶରଥି ମହାସୁଆର, ନରେଶ କୁମାର ପଣ୍ଡା ଓ ପ୍ରଧାନ ଶିକ୍ଷକ ନିରୋଦ ପ୍ରସାଦ ସାମନ୍ତରାୟ କାର୍ଯ୍ୟକ୍ରମକୁ ସୁ ପରିଚାଳନା କରିଥିଲେ।

banpur ବାଣପୁର ସୀତାରାମ ଅଗ୍ରୱାଲ
Share. Facebook Twitter LinkedIn Email WhatsApp Copy Link

Related Posts

ରୋଟାରୀ ଜିଲ୍ଲା ୩୨୬୨ ପ୍ରାନ୍ତପାଳଙ୍କ ବାଣପୁର ବାଲୁଗାଁ କ୍ଲବ ପରିଦର୍ଶନ

May 11, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026
Latest News

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026

ଭାରତ ପାଇଁ ଆଶ୍ବସ୍ତିକର ଖବର: ହର୍ମୁଜ୍ ପାର ହୋଇ ଭାରତରେ ପହଞ୍ଚିଲା ଆଉ ଏକ ଏଲପିଜି ଟ୍ୟାଙ୍କର

May 17, 2026

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ

May 17, 2026

ବଢିଲା ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା

May 17, 2026

ପୁଣି ବଢିଲା ସିଏନଜି ମୂଲ୍ୟ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.