Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ମହଙ୍ଗା ପଡିଲା ବିକଟାଳ ଶବ୍ଦ କରି ମଟରସାଇକେଲ ଚଲାଇବା: ଛଅ ବାଇକ ଜବତ
ଆଞ୍ଚଳିକ

ଚିଲିକା: ମହଙ୍ଗା ପଡିଲା ବିକଟାଳ ଶବ୍ଦ କରି ମଟରସାଇକେଲ ଚଲାଇବା: ଛଅ ବାଇକ ଜବତ

November 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଅଞ୍ଚଳରେ ଏକାଧିକ ବ୍ୟକ୍ତି କ୍ଷିପ୍ରଗତିରେ ଏବଂ ବିକଟାଳ ଶବ୍ଦ କରି ମଟରସାଇକେଲ ଚଲାଉଥିବା ଅଭିଯୋଗ ହେବାପରେ ଆକ୍ସନ ମୋଡ଼କୁ ଆସିଛି ପୋଲିସ। ବାଲୁଗାଁ ଏସଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ନାଚୁଣୀ ଆଇଆଇସି ଚନ୍ଦ୍ରଶେଖର ଜେନା ଏକ ଟିମ ଗଠନ କରି ଆଜି ଅମାନିଆ ବାଇକ ଚାଳକଙ୍କ ଉପରେ ଚଢ଼ାଉ କରିଥିଲେ। ଫଳସ୍ୱରୂପ ଆଜି ଛଅ ଗୋଟି ବାଇକ ଜବତ କରିଛି ପୋଲିସ। ଉକ୍ତ ବାଇକ ଚାଳକ ମାନେ କ୍ଷିପ୍ର ଗତିରେ ବିକଟାଳ ଶବ୍ଦ କରି ନାଚୁଣୀ ବଜାରରେ ବାଇକ ଚଲାଉଥିବା ବେଳେ ପୋଲିସ ହାତରେ ଧରା ପଡିଛନ୍ତି।

ନାଚୁଣୀ ପୋଲିସ ଉକ୍ତ ବାଇକ ଜବତ କରିବା ସହ ବିଭିନ୍ନ ଦିଗରେ ତଦନ୍ତ ଜାରି ରଖିଛି।  ତେବେ ନାଚୁଣୀ ଅଞ୍ଚଳରେ ଏପରି ଗତିବିଧିକୁ କେବେବି ବରଦାସ୍ତ କରାଯିବ ନାହିଁ ଏବଂ ଏହିପରି ଚଢ଼ାଉ ଆଗକୁ ମଧ୍ୟ ଜାରି ରହିବ ବୋଲି ଆଇଆଇସି ଶ୍ରୀ ଜେନା କହିଛନ୍ତି।  ନାଚୁଣୀ ପୋଲିସର ଉକ୍ତ ପଦକ୍ଷେପକୁ ଅଞ୍ଚଳବାସୀ ସ୍ୱାଗତ କରିବା ସହ ପୋଲିସକୁ ଧନ୍ୟବାଦ ଜଣାଇଛନ୍ତି।

ଚିଲିକା ନାଚୁଣୀ ନାଚୁଣୀ ଥାନା ବାଇକ ଜବତ ବାଲୁଗାଁ ଏସଡ଼ିପିଓ ବିକଟାଳ ଶବ୍ଦ ଶୁଭ୍ରାଂଶୁ ଶେଖର ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ସାମ୍ବାଦିକ ନୃସିଂହ ମିଶ୍ରଙ୍କ ବିୟୋଗରେ ଶୋକସଭା

April 12, 2026

ଓଡ଼ିଆ ପକ୍ଷ ଉପଲକ୍ଷେ ଗୋଦାବାରୀଶ ମହାବିଦ୍ୟାଳୟରେ ରକ୍ତଦାନ ଶିବିର

April 11, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ରକ୍ତଦାନ ଅଭିଯାନ

April 9, 2026

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026
Latest News

ମାରି ନେଲେ ମଙ୍ଗରାଜେ ହାରିଗଲେ ପାତ୍ରେ, ବିଜେଡି ରାଜ୍ୟସଭା ରାଜନୀତି

April 13, 2026

MI କୁ RCB ପରାସ୍ତ କରିବା ପରେ ବଦଳିଲା ପଏଣ୍ଟ ଟେବୁଲର ସ୍ଥିତି: ଜାଣନ୍ତୁ ଶୀର୍ଷରେ କିଏ?

April 13, 2026

ଆଜି ମଧ୍ୟ କମିଲା ସୁନା ଏବଂ ରୂପାର ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

April 13, 2026

ଚୀନ୍ ଏବଂ ଆମେରିକାକୁ ପଛରେ ପକାଇବ ଭାରତର ଅଟୋ ଶିଳ୍ପ: ନୀତିନ୍ ଗଡକରୀ କହିଲେ ମାଷ୍ଟର ପ୍ଲାନ 

April 13, 2026

ଟ୍ରକ୍ ଧକ୍କାରେ ୭ ମୃତ

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.